Latest Odisha News

BREAKING NEWS

Yearly Archives

2022

ଭକ୍ତି ଯୋଗରେ ଭଗବାନ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  ପ୍ରଶ୍ନ ଉଠେ ଭକ୍ତପାଇଁ ଭଗବାନ ନା ଭଗବାନଙ୍କୁ ନେଇ ଭକ୍ତ , ଏଭଳି ପ୍ରଶ୍ନ ଦ୍ୱନ୍ଦ୍ୱମୂଳକ । ଭଗବାନଙ୍କ ବିଶ୍ଵରୂପ ଦର୍ଶନ କରିବା ପରେ ଅର୍ଜୁନ ସେଦିନ କେବଳ ହତଚକିତ ହୋଇପାରି ନଥିଲେ । ତାଙ୍କ ମନରେ ଅହେତୁକ ନାନା ପ୍ରଶ୍ନ ଉଙ୍କି ଆସିଥିଲା…

ବଲିଉଡରେ ଡେବ୍ୟୁ କରିବେ ସୁହାନା ଖାନ୍ ,ଖୁସି କପୁର ଓ ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ,ଫିଲ୍ମ ‘ଦ…

ମୁୁମ୍ବାଇ : ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ । ବଲିଉଡରେ ଡେବ୍ୟୁ କରିବା ପାଇଁ ପ୍ରସ୍ତୁତ ହୋଇଗଲେଣି ଶାହାରୁଖ ଖାନଙ୍କ ଝିଅ ଶୁହାନା ଖାନ୍, ଓ ଶ୍ରୀଦେବୀଙ୍କ ଝିଅ ଖୁସି କପୁର ଓ ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ନନ୍ଦା । ଏନେଇ ପ୍ରଡ୍ୟୁସର ରିମା  ସୋସିଆଲ ମିଡିଆରେ ଜଣାଇଛନ୍ତି ।…

ଭିଜିଲାନ୍ସ ପଞ୍ଝାରେ ଆରଆଇ, ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ଆରଆଇ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ସମ୍ବଲପୁର ଜମନକିରା ଆରଆଇ ମନୋଜ ମହାନନ୍ଦ । ସେ ଜମି ବିଭାଜନ କାମ ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଭିଜିଲାନ୍ସ ବିଭାଗ ତାଙ୍କ ଠାରୁ ଲାଞ୍ଚ ଟଙ୍କା…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସି ଯାଇଥିବା ବଂଶୀଧରଙ୍କ ମୃତଦେହ ଚନ୍ଦ୍ରଭାଗା ନିକଟରୁ ମିଳିଲା

ପୁରୀ : ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଯିବା ଘଟଣା । ବାଲେଶ୍ୱର ସଚିନ ଗାଁର ବଂଶୀଧର ବେହେରାଙ୍କ ମିଳିଲା ମୃତଦେହ । ଗତକାଲି ରାତିରେ ପୋଲିସ ଚନ୍ଦ୍ରଭାଗା ବେଲେଶ୍ୱର ମନ୍ଦିର କଇଁଛ ଘର ନିକଟସ୍ଥ ସମୁଦ୍ରକୂଳରୁ ତାଙ୍କ ଶବକୁ ଜବତ କରିଛି । ଏ ନେଇ ମେରାଇନ ଥାନା ପୋଲିସ ଏକ ଅପମୃତ୍ୟୁ…

ଲଖିମପୁର ଖେରୀ ମାମଲା: ଆଶୀଷଙ୍କ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଲକ୍ଷ୍ନୌ: ଲଖିମପୁର ଖେରୀ ମାମଲାରେ ଅଡୁଆରେ ପଡିଛନ୍ତି କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶୀଷ । ମାନ୍ୟବର ସୁପ୍ରିମକୋର୍ଟ ଆଜି ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି । ସପ୍ତାହକ ମଧ୍ୟରେ ଆତ୍ମସମର୍ପଣ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଫେବୃୟାରୀ ୧୦ରେ ଆଶୀଷଙ୍କୁ…

ବରଗଡ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ, ମୃତକ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ

ଭୁବନେଶ୍ୱର : ଭୁବନେଶ୍ୱର ବରଗଡ ଥାନାରେ ହାଜତ ମୃତ୍ୟୁ ଅଭିଯୋଗ । ମୃତକ ଜଣକ ହେଉଛନ୍ତି କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ । ଦେବେନ୍ଦ୍ର ରସୁଲଗଡରୁ ଘରକୁ ଫେରୁଥିବା ସମୟରେ ପୋଲିସ ତାଙ୍କୁ ଉଠାଇନେଇଥିଲା । ଥାନା ହାଜତରେ ସେ ଗୁରୁତର ହୋଇପଡିଥିଲେ । ସେଠାରୁ ତାଙ୍କୁ ହସ୍ପିଟାଲରେ…

ଭୁବନେଶ୍ୱରରେ ଏକଜୁଟ ହେଲେ ହଜାର ହଜାର ଡ୍ରାଇଭର

ଭୁବନେଶ୍ୱର : ପୁଣି ଆନ୍ଦୋଳନକୁ ଓହ୍ଳାଇଛନ୍ତି ଓଡ଼ିଶା ଡ୍ରାଇଭର ଆସୋସିଏସନ୍ । ୧୦ ଦଫା ଦାବି ପୂରଣ ନେଇ ଆନ୍ଦୋଳନକୁ ଓହ୍ଳାଇଛି ସଂଘ । ୩୦ ଜିଲ୍ଲାର ଗାଡି ଚାଳକମାନେ ରାଜଧାନୀରେ କରୁଛନ୍ତି ବିଶାଳ ସମାବେଶ । ଗତକାଲି ରାତିରୁ ବିଭିନ୍ନ ଜିଲ୍ଲାରୁ ଡ୍ରାଇଭରମାନେ ଭୁବନେଶ୍ୱର ଆସିଥିବା ଦେଖିବାବୁ…

ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ

ଭୁବନେଶ୍ୱର: ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ । ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଯାଇପାରିବେ ଲୋକସେବା ଭବନ । କୋଭିଡ ସ୍ଥିତିରେ ସୁଧାର ଆସିବା ପରେ ଗୃହ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନ, ଖାରବେଳ ଭବନ ଓ ରାଜୀବ ଭବନ ଅଭ୍ୟର୍ଥନା…

ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଦିଲ୍ଲୀ: ଓଡ଼ିଶାର ସ୍ବନାମଧନ୍ୟ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ…

ଅଫେରା ରାଇଜରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଦୀର୍ଘ ୬ ଦଶନ୍ଧୀ ଧରି ଓଡ଼ିଆ ସଙ୍ଗୀତ ଦୁନିଆକୁ ଆଚ୍ଛାଦିତ କରି ରଖିଥିବା ଏହି ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ଦେହାନ୍ତ ପରେ ସବୁ ମହଲରେ ଶୋକର ଛାୟା…