ବୁର୍ଜ ଖଲୀଫାଠାରୁ ଅଧିକ ଉଚ୍ଚତାର ଟାୱାର କରିବ ସାଉଦିଆରବ
ରିୟାଦ: ସାଉଦି ଆରବ ପ୍ରିନ୍ସ ମହମ୍ମଦ ବିନ ସଲମାନ ପଡୋଶୀ ଦେଶ ୟୁଏଇକୁ ଟକ୍କର ଦେବା ପାଇଁ ଅଂଟା ଭିଡିଛନ୍ତି । ସାଉଦିଆରବ ୟୁଏଇର ବୁର୍ଜ ଖଲୀଫାଠାରୁ ଅଧିକ ଉଚ୍ଚତାର ଟାୱାର କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛି । ଏହା ମାଧ୍ୟମରେ ସାଉଦିଆରବ ବିଶ୍ୱରେକର୍ଡ କରିବା ଲକ୍ଷ୍ୟରେ ମଧ୍ୟ ରହିଛି ।…