Latest Odisha News

BREAKING NEWS

Yearly Archives

2022

ପଶ୍ଚିମବଙ୍ଗରେ ପୁଣି ଲଜ୍ୟା, ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଆଣିଲେ ନାବାଳିକାଙ୍କ ପରିବାର ଲୋକେ

କୋଲକାତା: ପଶ୍ଚିମବଙ୍ଗର ନଦିଆ ଜିଲ୍ଲାରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବାର କିଛି ଦିନ ପରେ ପୁଣି ଜଣେ ନାବାଳିକା ନିଜ ସମ୍ପର୍କୀୟଙ୍କ ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ଝିଅର ବାପା।…

କେନ୍ଦ୍ରୀୟ ବିଦ୍ୟାଳୟରେ ସାଂସଦଙ୍କ କୋଟା ରହିବ ନା ହଟିବ ? କିଏ କହୁଛି କ’ଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଏବେ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖାଇବାକୁ ହେଲେ ସ୍ଥାନୀୟ ସାଂସଦଙ୍କ କୋଟା ରହିବ କି ନାହିଁ ? କାରଣ କେନ୍ଦ୍ର ସରକାର ଏବେ ଏପରି ଆଡମିଶନ ଉପରେ ସ୍ଥଗିତା ଦେଶ ଲଗାଇଛନ୍ତି। ତେଣୁ ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ଭିନ୍ନ ଭିନ୍ନ କଥା କହିଛନ୍ତି । ଏହା…

ଦିଲ୍ଲୀରେ ହନୁମାନ ଜୟନ୍ତୀ ବେଳେ ହିଂସା, ତଦନ୍ତ କରିବ ୧୦ ଜଣିଆ ଟିମ୍

ନୂଆଦିଲ୍ଲୀ: ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ ଥିବା କୁଶଲ ସିନେମା ନିକଟରେ ଶନିବାର ସନ୍ଧ୍ୟାରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ଏହି ସମୟରେ ଶୋଭାଯାତ୍ରା ଉପରେ ପଥର ମାଡ଼ ହୋଇଥିଲା। ପଥର ଫିଙ୍ଗିବା ପରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଥିଲେ। ଏହାପରେ ଅନେକ ଯାନବାହନ…

ୟୁକ୍ରେନର ଆଠ ସହର ଉପରେ ରୁଷର ଏୟାର ଷ୍ଟ୍ରାଇକ୍

କିଭ୍: ଗତ ୨୪ ଘଣ୍ଟା ମଧ୍ୟରେ ରୁଷ ୟୁକ୍ରେନର ରାଜଧାନୀ କିଭ ସମେତ ଆଠଟି ସହରରେ ଏୟାର ଷ୍ଟ୍ରାଇକ୍ କରିଛି। ଏହି ଆକ୍ରମଣରେ ଅନେକ ୟୁକ୍ରେନ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ୟୁକ୍ରେନ ଦାବି କରିଛି। ରୁଷ ଏୟାର ଷ୍ଟ୍ରାଇକ ଜରିଆରେ ୟୁକ୍ରେନବାସୀ ରହୁଥିବା ସ୍ଥାନ…

ଭାରତ ଆସିବେ ବ୍ରିଟେନ ପ୍ରଧାନମନ୍ତ୍ରୀ, ପୂର୍ବରୁ ଏହି କାରଣ ପାଇଁ ଗସ୍ତ ବାତିଲ ହୋଇଥିଲା

ନୂଆଦିଲ୍ଲୀ: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଚଳିତ ମାସରେ ଭାରତ ଗସ୍ତ ଆସିବେ। ଦୁଇ ଦିନିଆ ଗସ୍ତରେ ଆସିବେ ବୋଲି ସୂଚନା ରହିଛି । ଏପ୍ରିଲ 21ରେ ସେ ଭାରତ ପହଞ୍ଚିବେ ବୋଲି ଜଣାପଡିଛି । ବୋରିଶ ଜନସନଙ୍କ ଏହି ଗସ୍ତ ସେହି ସମୟରେ ରହିଛି ଯେଉଁ ସମୟରେ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ…

ଆଫଗାନିସ୍ତାନ୍ ଉପରେ ପାକିସ୍ତାନର ଆକ୍ରମଣ, ୩୩ ମୃତ ଏକାଧିକ ଗୁରୁତର

ଭୁବନେଶ୍ୱର: ୟୁକ୍ରେନ୍ ଉପରେ ଋଷିଆର ଆକ୍ରମଣ ନେଇ ସାରା ବିଶ୍ୱରେ ହଟଚମଟ ସୃଷ୍ଟି ହୋଇଛି । ଏତିକିବେଳେ ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ ଘଟଣା ଅନେକଙ୍କୁ ଚକିତ କରିଛି । ଏହି ଆକ୍ରମଣରେ ଅନେକ ଆଫଗାନ ବାସିନ୍ଦା ନିହତ ଓ ଆହତ ହୋଇଥିବା ସୂଚନା ରହିଛି । ଗତ ଶୁକ୍ରବାର…

ମାନସ ସ୍ୱାଇଁ ହତ୍ୟା ଘଟଣା: ଭଦ୍ରକ ଜେଲରେ ୨ ଅଭିଯୁକ୍ତଙ୍କୁ ୭ ଘଣ୍ଟା ଜେରା କଲା କ୍ରାଇମବ୍ରାଞ୍ଚ୍ ଟିମ୍

ଭଦ୍ରକ  : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା । ଆଜି ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ୭ ଘଣ୍ଟା ଧରି ଦୁଇ ଜଣଅଭିଯୁକ୍ତଙ୍କୁ ଜେରା କରିଛି । ଦିନ ୧୧ଟାରେ ଭଦ୍ରକ ସ୍ୱତନ୍ତ୍ର ପକାରାଗାରରେ ପହଁଞ୍ଚିଥିଲା କ୍ରାଇମବ୍ରାଞ୍ଚ୍ ଟିମ୍ । ତା ପରେ ବିବେକ ନାୟକ ଓ ଭାଗ୍ୟଧର…

[ଦେଖନ୍ତୁ ଭିଡିଓ] ଚୈତ୍ର ପୂର୍ଣ୍ଣିମାରୁ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ପ୍ରସ୍ତୁତି ଆରମ୍ଭ

 ପୁରୀ :  ଅକ୍ଷୟ ତୃତୀୟା ଠାରୁ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଚନ୍ଦନଯାତ୍ରା। ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବଙ୍କ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକା ବିହାର କରିବେ । ସେଥିପାଇଁ ଆଜି ଚୈତ୍ର ପୂର୍ଣ୍ଣିମା ଅବସରରେ…

ବିବାହରେ ସ୍ୱର୍ଗତ ରିଷି କପୁରଙ୍କ ଘଣ୍ଟା ପିନ୍ଧିଥିଲେ ରଣବୀର କପୁର

ମୁମ୍ବାଇ : ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡର ଚର୍ଚ୍ଚିତ ଯୋଡି ରଣବୀର କପୁର ଓ ଆଲିଆ ଭଟ୍ଟ । ବିଳାଶପୂର୍ଣ୍ଣ ନୁହେଁ ବରଂ କମ୍ ଅତିଥିରେ ରଣବୀରଙ୍କ ବାସ ଭବନ ବାସ୍ତୁରେ ରଣବୀର ଓ ଆଲିଆଙ୍କ ବିବାହ ସମ୍ପନ୍ନ ହୋଇଛି । ହେଲେ ସବୁଠୁ ବଡ କଥା ହେଉଛି ରଣବୀର କପୁର ନିଜ ବିବାହରେ ବାପା…

ଚକୋଲେଟ୍ କିଣିବାକୁ ଆସି ଭାରତରେ ବନ୍ଧାହେଲା ବଙ୍ଗଳାଦେଶୀ

ଭୁବନେଶ୍ୱର: ଚକୋଲେଟ୍ ମୋହରେ ଭାରତୀୟ ସୀମାରେ ପ୍ରବେଶ କରିଥିଲା ବଙ୍ଗଳାଦେଶୀ ଯୁବକ । ପାଖରେ ନଥିଲା ସରକାରୀ ଦସ୍ତାବିଜ୍ । ଆବଶ୍ୟକ ମନେ କରୁନଥିଲା ପ୍ରମାଣ କି ଅନୁମତି ପତ୍ର । ଶେଷରେ ଏହି ଖାମ ଖିଆଲ୍ ମନୋଭାବ ହିଁ ସେହି ବଙ୍ଗଳାଦେଶୀ ଯୁବକକୁ ଭାରତରେ ଧରାପକାଇଛି । ବଙ୍ଗଳାଦେଶର ଶାଲଦା…