Latest Odisha News

BREAKING NEWS

Yearly Archives

2022

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ , ଉଦ୍ଧାର କାର୍ଯ୍ୟ ଜାରି

ପୁରୀ  : ପୁରୀ ସମୁଦ୍ରରେ ଅଘଟଣ । ଗାଧୋଇବା ବେଳେ ନିଖୋଜ ହୋଇଗଲେ ଯୁବକ । ନିଖୋଜ ହୋଇଯାଇଥିବା ଯୁବକ ଜଣକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ସିଙ୍ଗଳା ଥାନା ଅଞ୍ଚଳର ବଂଶୀଧର ବେହେରା ।  ଏବଂ ଅନ୍ୟ ଦୁଇ ଜଣ ଉଦ୍ଧାର ହୋଇଛନ୍ତି । ଲାଇଫଗାର୍ଡ ଘଟଣା ସ୍ଥଳରେ ପହଁଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ…

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ବୁଲି ଦେଖିଲେ ଭି.କେ ପାଣ୍ଡିଆନ୍ , ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର…

ପୁରୀ : ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମ ଗସ୍ତ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ  ।ସୁଆଣ୍ଡୋରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭିକେ ପାଣ୍ଡିଆନ୍ । ଉତ୍କଳମଣି ଜନ୍ମସ୍ଥାନକୁ ଐତିହରେ ପରିଣତ ପରିଣତ କରିବା ପାଇଁ…

ଛେଣ୍ଡିପଦାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଘଟଣାରେ ଚିନ୍ତା ପ୍ରକଟ କଲେ ଧର୍ମେନ୍ଦ୍ର ପ୍ରଧାନ, ଅଭିଯୁକ୍ତ…

ଭୁବନେଶ୍ୱର : ଅନୁଗୁଳ ଛେଣ୍ଡିପଦା ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଘଟଣାରେ ଚିନ୍ତା ପ୍ରକଟ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଛେଣ୍ଡିପଦା ଅଞ୍ଚଳରେ ବିଜେପି କାର୍ଯ୍ୟକର୍ତ୍ତା ସାଗର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ…

ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ସିବିଏସଇର ବଡ଼ ନିଷ୍ପତ୍ତି: ପୁରୁଣା ଢ଼ାଞ୍ଚାରେ ହେବ ପରୀକ୍ଷା

ଭୁବନେଶ୍ୱର  : ଦଶମ ଓ ଦ୍ୱାଦଶ ପରୀକ୍ଷା ନେଇ ସିବିଏସଇର ବଡ଼ ନିଷ୍ପତ୍ତି । ୨୦୨୨-୨୩ ଶିକ୍ଷାବର୍ଷରେ ପୁରୁଣା ଢ଼ାଞ୍ଚାରେ ହେବ ପରୀକ୍ଷା । ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ଏକକ ବୋର୍ଡ ପରୀକ୍ଷା କରାଯିବ । ଟର୍ମ-୧ ଓ ଟର୍ମ -୨ ବଦଳରେ ଗୋଟିଏ ବୋର୍ଡ ପରୀକ୍ଷା ହେବ ।…

ଭୁବନେଶ୍ୱର କେଶରୀ ମଲ୍‌ରେ ଅଗ୍ନିକାଣ୍ଡ: ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ନିକଟରେ ଥିବା କେଶରୀ ମଲ୍‌ରେ ଅଗ୍ନିକାଣ୍ଡ । ମଲ୍‌ର ୬ରୁ ୭ଟି  ଶୋ ରୁମ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି । ମଲ୍‌ର ବାହାରକୁ ନିଆଁ ହୁତ ହୁତ ହୋଇ ଜଳିବା ପରେ ସ୍ଥାନୀୟ ଲୋକେ ନିଆଁ…

ଆଜି ଆକାଶରେ ଚମକିବ ‘ଗୋଲାପି ଜହ୍ନ’

ଭୁବନେଶ୍ବର: ଆଜି ଆକାଶରେ ଚମକିବ ‘ଗୋଲାପି ଚନ୍ଦ୍ର’ । ସାଧାରଣତଃ ପ୍ରାରମ୍ଭିକ ବସନ୍ତରେ ଫୁଟୁଥିବା ଏକ ପ୍ରକାର ଗୋଲାପି ଫୁଲର ନାମ ଅନୁସାରେ ଏପ୍ରିଲର ପୂର୍ଣ୍ଣ ଚନ୍ଦ୍ରକୁ ଗୋଲାପି ଜହ୍ନ ନାମରେ ନାମିତ କରାଯାଇଛି । ନାସା ଅନୁସାରେ ଏହି ଗୋଲାପି ଚନ୍ଦ୍ର ପୂର୍ବାଞ୍ଚଳ ଦିବାଲୋକ ସମୟ ୨ଟା ୫୫ରେ…

ମାନସ ସ୍ବାଇଁ ହତ୍ୟା ମାମଲା, ଜେଲ୍‌ରେ ଅଭିଯୁକ୍ତଙ୍କୁ ହେବ ଜେରା

ଭଦ୍ରକ : କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଭଦ୍ରକ ଉପକାରାଗାରରେ ଭାଗ୍ୟଧର ଓ ବିବେକକୁ ପଚରାଉଚରା କର । ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ସେହିପରି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ କଳ୍ପନା ସାହୁଙ୍କ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୪୪  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରକଟ ହେବାର ଠିକ ପୂର୍ଵରୁ ନୀଳାଚଳରେ ନୀଳମାଧବ ପୂଜିତ ହେଉଥିଲେ କିନ୍ତୁ ଅତ୍ୟନ୍ତ ଗୋପନୀୟ ଭାବରେ କେବଳ ଦେବତା ଓ ଶବର ରାଜା ବିଶ୍ୱାବସୁ ହିଁ…

୧୦ମ ଏବଂ ଦ୍ୱାଦଶ ପରୀକ୍ଷା ଶୈଳୀରେ ପରିବର୍ତନ ନେଇ ନିଷ୍ପତ୍ତି ହୋଇନି: ସିବିଏସଇ

ନୂଆଦିଲ୍ଲୀ: କରୋନା ସଂକ୍ରମଣ କମିଛି । ତେଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଯେଉଁଭଳି ସିବିଏସଇ ୧୦ମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦୁଇଟି ଅଲଗା ଅଲଗା ହେଉଥିଲା ତାହା ଆଉ ହୋଇନପାରେ । ଆଗକୁ ନୂଆଶିକ୍ଷା ବର୍ଷ ଆରମ୍ଭ ହେବ । ଏହାପୂର୍ବରୁ ଏଭଳି କିଛି ଚର୍ଚ୍ଚା ଚାଲିଛି । କିନ୍ତୁ ଚର୍ଚ୍ଚା…

ଭାଷା ଭାଗବତ : ଜ୍ଞାନର ନିବାସ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ : ୮୭ ଉଡ଼ା ଗୁଜବ, ଗଢ଼ା ବାର୍ତା ପୂରିତ ହୁଏ ଯାହା ମଥା ତତ୍ତ୍ବ ଓ ଜ୍ଞାନଯୁକ୍ତ କଥା ଠାରୁ ସେ ରଖଇ ଦୂରତା ନ କଲେ ଜ୍ଞାନର ସଂଧାନ ଦିଶେନି, ଶୁଣେନାହିଁ କାନ ଅନାୟାସରେ ପ୍ରାପ୍ତ ତଥ୍ୟ ମନ ସକାଶେ ନୁହେ ତଥ୍ୟ ଅଜ୍ଞାନ…