ମୋବାଇଲ ଗେମ୍ ସାଜିଲା କାଳ, ସାଙ୍ଗକୁ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗମାନେ
କୋରାପୁଟ : ମୋବାଇଲ ଗେମ୍ ନେଲା ଜୀବନ । ଛାତ୍ରଙ୍କୁ ହତ୍ୟା କରି ଜଳ ଭଣ୍ଡାରରେ ଫିଙ୍ଗିଦେଲେ ସାଙ୍ଗମାନେ । କୋରାପୁଟ ଟାଉନ ଥାନା ମସପୁଟି ଅଞ୍ଚଳରେ ଏପରି ଜଘଣ୍ୟ ଘଟଣା ଘଟିଛି ।
ସୂଚନାଅନୁସାରେ ସାଙ୍ଗମେଳରେ ଫ୍ରି ଫାୟାର ମୋବାଇଲ ଗେମ୍ ଖେଳୁଥିବା ବେଳେ । କୋରାପୁଟ ଟାଉନ ଥାନା ଆଞ୍ଚଳର…