ହଟିଲା କରୋନା କଟକଣା, ସାମ୍ବାଦିକଙ୍କୁ ମିଳିଲା ଲୋକସେବା ଭବନକୁ ପ୍ରବେଶ ଅନୁମତି
ଭୁବନେଶ୍ୱର : ଲୋକସେବା ଭବନରୁ ହଟିଲା କୋଭିଡ କଟକଣା । ଗଣ ମାଧ୍ୟମ ପ୍ରତିନିଧିଙ୍କୁ ମିଳିଲା ପ୍ରବେଶ ଅନୁମତି । କୋଭିଡ ମହାମାରୀ କାରଣରୁ ଲୋକସେବାରେ ଲାଗୁ ହୋଇଥିବା କଟକଣାକୁ ହଟାଇଦେଇଛନ୍ତି ରାଜ୍ୟ ସରକାର । ଏଣିକି ସାମ୍ବାଦିକ ମାନେ ଲୋକସେବା ଭିତରକୁ ପ୍ରବେଶ କରିପାରିବେ ।ଏନେଇ ରାଜ୍ୟ…