Latest Odisha News

BREAKING NEWS

Yearly Archives

2022

[ଦେଖନ୍ତୁ ଭିଡିଓ] ରାମନବମୀରେ ରଥକାଠ ଚିରଟର ଶୁଭାରମ୍ଭ: ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ

 ପୁରୀ : ଆଜିଠୁ ରଥ କାଠ ଚିରଟର ପରମ୍ପରା । ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ । ଆଜି ପବିତ୍ର ଶ୍ରୀରାମ ନବମୀ ଅବସରରେ ରଥକାଠ ଚିରଟର ପରମ୍ପରା ରହିଛି । ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ…

ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ: ୭ ଆହତ, ୨ଗୁରୁତର

ବ୍ରହ୍ମପୁର : ଗଞ୍ଜାମ ପୁରୁଷୋତ୍ତମପୁରରେ ଦୁର୍ଘଟଣା। ବସ୍ ସହିତ ଏକ ଟ୍ରକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଘଟିଛି ଏହି ଦୁର୍ଘଟଣା।। ଏଥିରେ ୭ଜଣ ଆହତ ହୋଇଥିବା ବେଳେ ୨ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଆହତମାନଙ୍କୁ ପୁରୁଷୋତ୍ତମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା

ପୁରୀ: ଦିନକୁ ଦିନ ଭୟାବହ ହେବାରେ ଲାଗିଛି ଋଷ-ୟୁକେନ୍ ଯୁଦ୍ଧ। ଋଷର ବର୍ବରତା ବଢିଚାଲିଥିବା ବେଳେ ପ୍ରତିଦିନ ଲୋମହର୍ଷଣକାରୀ ଘଟଣା ସାମନାକୁ ଆସିଛି । ଏନେଇ ସମଗ୍ର ବିଶ୍ୱରେ ଶାନ୍ତି ସ୍ଥାପନା କରିବାକୁ ସମସ୍ତଙ୍କ ଅନୁରୋଧ । ପୁରୀ ବେଳାଭୂମିରେ ତିଆରି ହୋଇଛି ଏକ ବାଲୁକା କଳା ଯେଉଁଥିରେ…

ଅଣଲେଉଟା ରୁକୁଣା ରଥ : ଆଜି ଅପରାହ୍ନ ୩ଟାରୁ ତିନିମୁଣ୍ଡିଆ ଛକରୁ ଟଣା ହେବ ରଥ

 ଭୁବନେଶ୍ୱର: ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଗଡ଼ିଛି ରୁକୁଣା ରଥ । ଗତକାଲି ତିନି ମୁଣ୍ଡିଆ ଛକରେ ରଥ ଅଟକି ରହିଥିଲା । ଆଜି ନୀତିକାନ୍ତି ପରେ ପୁଣି ସେଠାରୁ ରଥ ଟଣା ଆରମ୍ଭ ହେବ । ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଗଡ଼ିଛି ରୁକୁଣା ରଥ । କୋଭିଡ ସ୍ଥିତି ଯୋଗୁଁ ବନ୍ଦ ରହିବା ପରେ ୨ ବର୍ଷ ପରେ…

ପବିତ୍ର ରାମ ନବମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମଜନ୍ମ ନୀତି

ପୁରୀ  : ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ…

ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା

ପୁରୀ : ଆଜି ପବିତ୍ର ରାମ ନବମୀ । ରାମନବମୀ ଅବସରରେ ସୁବଆଡେ ଚଳଚଞ୍ଚଳ। ପ୍ରଭୁ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ ବିଭିନ୍ନ ମନ୍ଦିର ଗୁଡିକରେ ଲାଗିଛି ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍। କରୋନା କଟକଣା ପରେ ପରେ ମନ୍ଦିରରେ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ଶ୍ରଦ୍ଧାଳୁ।…

ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷାଙ୍କ ଘର ଉପରକୁ ପୁଣି ବୋମାମାଡ଼

ଢେଙ୍କାନାଳ: ଢେଙ୍କାନାଳର ନବନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ପୁଣି ବୋମାମାଡ଼ ହୋଇଥିବାର ଖବର ମିଳିଛି । ଗତକାଲି ମଧ୍ୟ୍ୟରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛି। ଏଥିରେ ତାଙ୍କ ଘର ଫାଟକ ନଷ୍ଟ ହେଇଛି। ଗତକାଲି ରାତି ୧ ଟା୩୬ ମିନିଟ ସମୟରେ ହୋଇଛି ବୋମାମାଡ଼,…

ପ୍ରତିଶ୍ରୁତି ରଖିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ: ପୁଣି ଚାଲିଲା ସମ୍ବଲପୁର-ପୁରୀ ଇଣ୍ଟରସିଟି

ସମ୍ବଲପୁର: ଆଜିଠାରୁ ସମ୍ବଲପୁର-ପୁରୀ ଇଣ୍ଟରସିଟି ପୁନଃ ଚଳାଚଳ କରିଥିବା ଜଣାଯାଇଛି । ଏହା ୧୦ ତାରିଖ  ସକାଳ ୬ଟାରେ ସମ୍ବଲପୁର ଷ୍ଟେସନରୁ ଛାଡ଼ିଛି। କୋଭିଡ ପାଇଁ ଦୀର୍ଘ ଦିନରୁ ବନ୍ଦ ଥିଲା ସମ୍ବଲପୁର-ପୁରୀ ଇଣ୍ଟରସିଟିର ପୁନଃ ଚଳାଚଳ ଲାଗି ବେଶ୍ କିଛି ଦିନ ହେବ ଦାବି ହେଉଥିଲା। ଏହାଛଡ଼ା…

ଆଜି ପବିତ୍ର ଶ୍ରୀରାମ ନବମୀ : ରାମ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର : ଆଜି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଭଗବାନଙ୍କ ଠାରୁ ଦୁରେଇ ରହିଥିବା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଆଜି ମିଳନ  । ରାମ ନବମୀ ପାଇଁ ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ…

ରିକଭର ହେଲା ପାଣିପାଗ ବିଭାଗ ଟ୍ୱିଟର ଏକାଉଣ୍ଟ

ଭୁବନେଶ୍ୱର : ଶନିବାର ବିଳମ୍ବିତ ସନ୍ଧ୍ୟାରୁ ପାଣିପାଗ ବିଭାଗ ଟ୍ୱିଟର ଏକାଉଣ୍ଟ ହ୍ୟାକ ହୋଇଯାଇଥିଲା । କୌଣସି ବଡ କ୍ରିପ୍ଟୋ ହ୍ୟାକର ଏହି ଏକାଉଣ୍ଟର ସିକ୍ୟୁରିଟି ଭାଙ୍ଗିଥିଲା । ପାଖାପାଖି ସଂଧ୍ୟା ୮ଟା ବେଳକୁ ଏହି ଏକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡି଼ଥିଲା। ଏଥିରୁ ହଜାର ହଜାର କ୍ରିପ୍ଟୋ…