Latest Odisha News

BREAKING NEWS

Yearly Archives

2022

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ପ୍ରାର୍ଥୀ ହେଲେ ମଞ୍ଜୁଲତା କହଁର

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡିର ହୋଇଥିବାରୁ ଡେପୁଟି ମେୟର ହେବା…

ମରିଚି କୁଣ୍ଡ ପାଣି: ୧ଲକ୍ଷ ୭୭ହଜାର ଟଙ୍କାରେ ନିଲାମ ହେଲା ୨ କଳସ

ଭୁବନେଶ୍ୱର : ସରିଛି ରୁକୁଣା ରଥ ପ୍ରତିଷ୍ଠା। ମହାଖଳାରେ ଠିଆ ହୋଇଥିବା ରଥରେନେତ ବନ୍ଧା ହେବା ସହିତ ମରୀଚି କୁଣ୍ଡର ଜଳରେ ପ୍ରତିଷ୍ଠା କରାଯାଇଛି। ଶନିବାର ବିଧି ଅନୁସାରେ ପୂଜାର୍ଚ୍ଚନା ହେବା ପରେ ରଥରେ ସଖି, ଘୋଡା ଯୋଚା ଯାଇଛି। ପବିତ୍ର ଅଶୋକାଷ୍ଟମୀରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

BMCର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ

ଭୁବନେଶ୍ୱର : ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ସମସ୍ତ ଜନପ୍ରତିନିଧିଙ୍କ  ଶପଥଗ୍ରହଣ ଉତ୍ସବ ବିଏମସି…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା‌ରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ଏହାସହ…

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ: ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥ ଟଣା

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ । ଅପରାହ୍ଣ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ,…

ଗିରଫ ଭୟରେ ଶାଳୀଙ୍କୁ ସୁନା ଅଳଙ୍କାର ଦେଇଦେଇଥିଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ବର: ଗିରଫ ହୋଇ ଜେଲ୍ ଯାଇଥିବା ଭଞ୍ଜନଗରର କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀଙ୍କ ଘରୁ ଆଜି ସକାଳେ ୧.୪୧ କୋଟି ଟଙ୍କା ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର ସାଲିଆ ସାହିରେ ରହୁଥିବା ଦ୍ବିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଭଉଣୀଙ୍କ ଏକ…

ଭାରତ ଏକ ଆତ୍ମନିର୍ଭରଶୀଳ ଓ ସ୍ୱାଭିମାନୀ ଦେଶ, କୌଣସି ଦେଶ ଧମକାଇ ପାରିବେନି: ଇମ୍ରାନ

ଇସଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ । ଏହାପୂର୍ବରୁ ଗତକାଲି (ଶୁକ୍ରବାର) ପାକିସ୍ତାନବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ଏକ ଭାବବିହ୍ୱଳ ନିବେଦନ କରିବା ସହ ଭାରତକୁ ପ୍ରଶଂସା…

‘ସରକାର ବିଚାରପତିଙ୍କୁ ବଦନାମ କରିବାକୁ ପ୍ରୟାସ କରୁଛନ୍ତି’

ନୂଆଦିଲ୍ଲୀ: ଏବେ ଏକ ନୂଆ ଟ୍ରେଣ୍ଡ ବା ଧାରା ଆରମ୍ଭ ହୋଇଛି । ପୂର୍ବରୁ ଯାହା ଘରୋଇ ସଂସ୍ଥା କରୁଥିଲେ। ଏବେ ତାହା ସରକାର କରୁଛନ୍ତି । ସରକାର ବିଚାରପତିମାନଙ୍କୁ ବଦନାମ କରିବା ଆରମ୍ଭ କରିଛନ୍ତି ଏବଂ ଏହା ଦୁର୍ଭାଗ୍ୟଜନକ ବୋଲି ପ୍ରଧାନ ବିଚାରପତି ଏନଭି ରମନ୍ନା ଶୁକ୍ରବାର କହିଛନ୍ତି। ତିନି…

ଆଜି ଇମ୍ରାନଙ୍କ ଭାଗ୍ୟ ପରୀକ୍ଷା, ହାରିଗଲେ ଚାଲିପାରେ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ : ସମସ୍ତଙ୍କ ନଜର ଏବେ ପାକିସ୍ତାନ ଉପରେ ରହିଛି। କାରଣ ଯେଉଁ ଅନାସ୍ଥା ଭୋଟର ପରାଜୟକୁ ସମ୍ଭାବ୍ୟ ପରାଜୟକୁ ସ୍ୱୀକାର ନକରିବାକୁ ଇମ୍ରାନ ଚାହୁଁଥିଲେ ସେହି ଅନାସ୍ଥା ଭୋଟର ଆଜି ସେ ପରୀକ୍ଷା ଦେବେ । ଏହା ପୂର୍ବରୁ ମାର୍ଚ୍ଚ ୩୦ରେ ଇମ୍ରାନ ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ…

ବଢ଼ୁଛି କରୋନା ସଂକ୍ରମଣ, ପାଞ୍ଚ ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶର ପାଞ୍ଚଟି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି । ଏହା ସହ ଏହି ରାଜ୍ୟଗୁଡ଼ିକୁ ଚିଠି ଲେଖି ସତର୍କ ରହିବା ସହ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଦିଲ୍ଲୀ,…