ସିବିଏସଇ ୧୦ମ ଏବଂ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା
ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ୨୦୨୩ରେ ହେବାକୁ ଥିବା ୧୦ମ ଏବଂ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରିଛି। ସିବିଏସ୍ଇ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଉଭୟ ଶ୍ରେଣୀର ପରୀକ୍ଷା ୧୫ ଫେବୃଆରୀରୁ ଆରମ୍ଭ ହେବ। ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ୧୦ମ ପରୀକ୍ଷା…