ସୁରଟରେ ବ୍ୟବସାୟୀ ପ୍ରସ୍ତୁତ କଲେ ‘ଦ କାଶ୍ମୀର ଫାଇଲ୍ସ ଶାଢୀ’
ସୁରଟ : ବଲିଉଡ୍ ଫିଲ୍ମ 'ଦ କଶ୍ମୀର ଫାଇଲ୍ସ'କୁ ନେଇ ଏବେ ଚାରି ଆଡେ ଚର୍ଚ୍ଚା । ବିବେକ ଅଗ୍ନୀହୋତ୍ରୀଙ୍କ ଫିଲ୍ମ ରିଲିଜ ହେବାର ୩ ସପ୍ତାହ ବିତିଗଲାଣି ତଥାପି ମୁଭିରେ କ୍ରେଜ ଯାଉନି ।ଏହି ଫିଲ୍ମକୁ ସବୁ ବର୍ଗର ଲୋକ ପସନ୍ଦ କରୁଛନ୍ତି । ହେଲେ ଏବେ ଚର୍ଚ୍ଚାରେ 'ଦ କାଶ୍ମୀର ଫାଇଲ୍ସ ପ୍ରିଣ୍ଟ…