Latest Odisha News

BREAKING NEWS

Yearly Archives

2022

ଦଶରଥପୁରରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ହତ୍ୟା ଉଦ୍ୟମ

ଯାଜପୁର : ଯାଜପୁରରେ ପୁଣି ମାତିଲେ ବାଲି ମାଫିଆ । ଚଢାଉ ବେଳେ ତହସିଲଦାରଙ୍କୁ ଗାଡି ଚଢାଇବାକୁ ଉଦ୍ୟମ କରିବାକୁ ବି ପଚାଇଲେନି ବାଲି ମାଫିଆ । ଦଶରଥପୁର ତହସିଲରୁ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ । ଦଶରଥପୁର ତଦସିଲଦାର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଛି…

ମାନସ ସ୍ୱାଇଁ ହତ୍ୟା ମାମଲା : ଅଧାପୋଡା ଚପଲ ,ଇୟରଫୋନ୍ ଓ ହତ୍ୟାକାଣ୍ଡରେ ବ୍ୟବହୃତ ଜିନିଷ ଚଣ୍ଡିଖୋଲରୁ ଜବତ

 ଭୁବନେଶ୍ୱର : କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ତନାଘନା ଜାରି ରଖିଛନ୍ତି କ୍ରାଇମବ୍ରାଞ୍ଚ ଟିମ୍  । ମାନସ ହତ୍ୟା ମାମଲାରେ ବ୍ୟବହାର ହୋଇଥିବା ଜିନିଷ ଜବତ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଜିଲ୍ଲାର ଚଣ୍ଡିଖୋଲରୁ କୋଦାଳ, ଗଇଁତି ଓ ଅଖା ବସ୍ତା ଜବତ…

ସଲମାନଙ୍କ ମାନହାନି ଆବେଦନ ଖାରଜ

ମୁମ୍ବାଇ: ବିବାଦ ଏବଂ ସଲମାନ ଖାଁ ପରସ୍ପରଠାରୁ ଅଲଗା ରହିପାରନ୍ତି ନାହିଁ । କିଛି ଦିନ ତଳେ ସଲମାନଙ୍କ ପଡୋଶୀ କେତନ କକ୍କଡ ତାଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଥିଲେ । ଏହା ତାଙ୍କ ମାନହାନି କରୁଛି ବୋଲି କହି ସଲମାନ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ତେବେ କୋର୍ଟ ତାଙ୍କ ଆବେଦନ ଖାରଜ କରି…

ଆଜି ସରିବ ବିଧାନସଭା ବଜେଟ ଅଧିବେସନ

ଭୁବନେଶ୍ୱର : ଆଜି ସରିବ ବଜେଟ ଅଧିବେସନ  ।ବଜେଟ ଅଧିବେସନର ଶେଷ ଦିନରେ ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ କାଲି ୪ ମାସ ପାଇଁ କାମଚଳା ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏପ୍ରିଲରୁ ଜୁଲାଇ ମାସ ପର୍ଯ୍ୟନ୍ତ ୧ ଲକ୍ଷ ୬ହଜାର ୪ ଶହ ୯୮ କୋଟି ବଜେଟ…

ସିକ୍ରେଟ ଲେଟର ସହ ଆମେରିକାର କୌଣସି ସମ୍ପର୍କ ନାହିଁ

କରାଚୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସରକାର ଯିବା ଏକପ୍ରକାର ନିଶ୍ଚିତ ହୋଇଥିବା ବେଳେ ସେ ଏକ ସିକ୍ରେଟ ଲେଟର ଇସ୍ୟୁ ଉଠାଇ ଏହାକୁ ଆହୁରି ରୋଚକ କରି ଦେଇଛନ୍ତି । ପରୋକ୍ଷରେ ଆମେରିକା ଏହି ଲେଟର ପଠାଇଥିବା ପାକିସ୍ତାନର ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ତେବେ…

୧୧ କେ.ଭି ବିଦ୍ୟୁତ ତାର ଛିଡି ପଡିଲା , ଜଳିଗଲା ୫ ପରିବା ଦୋକାନ

କଳାହାଣ୍ଡି : ହଠାତ୍ ଛିଡିଗଲା ୧୧ କେଭି ବିଦ୍ୟୁତ ତାର । ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏପରି ଅଘଟଣ ଘଟିଛି । ତାରଟି ଛିଡି ଯିବାରୁ ପାଖରେ ଥିବା ଅଧିକାଂଶ ଦୋକାନ ଜଳି ଯାଇଛିାସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ…

‘ଶ୍ରୀଜଗନ୍ନାଥ କଥା ବିଚିତ୍ରା’ ଉନ୍ମୋଚିତ

ଭୁବନେଶ୍ୱର : ମୁକ୍ତ ଚିନ୍ତନ ମଞ୍ଚ ଆନୁକୂଲ୍ୟରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନରେ 'କଥା କଥାରେ ଜଗନ୍ନାଥ' ଶୀର୍ଷକ ୧୭୭ତମ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶାର ପ୍ରତିଷ୍ଠିତ ଗାଳ୍ପିକ ଓ ଗାଳ୍ପିକାଙ୍କ ୨୨ ଟି ଗଳ୍ପକୁ ନେଇ ପୀତବାସ ରାଉତରାୟଙ୍କ ସଙ୍କଳିତ, ବିଶିଷ୍ଟ…

ପେଟ୍ରୋଲ ଦର ପଚାରିବାରୁ ଚିହିଁକି ଉଠିଲେ ବାବା ରାମଦେବ, ‘କ’ଣ କରିବା କଥା କର’

ନୂଆଦିଲ୍ଲୀ: ଯେଉଁ ପେଟ୍ରୋଲ ଦର ବୃଦ୍ଧିକୁ ନେଇ ଯୋଗଗୁରୁ ବାବା ରାମଦେବ ୨୦୧୪ ପୂର୍ବରୁ ୟୁପିଏ ସରକାରକୁ ସମାଲୋଚନା କରୁଥିଲେ । ଏବେ ସମାନ ଦର ବୃଦ୍ଦିକୁ ନେଇ ଲୋକଙ୍କ ପ୍ରଶ୍ନବାଣର ସମ୍ନା କରୁଛନ୍ତି ରାମଦେବ । ରାମଦେବ ବୁଧବାର ହରିଆଣାର କର୍ଣ୍ଣାଲରେ ଏକ ସାମ୍ବାଦିକ ସମ୍ମିଳନୀରେ ଜଣେ…

ମାନସ ସ୍ୱାଇଁ ହତ୍ୟା ମାମଲା : ସତ ମାନୁଛନ୍ତି ଶର୍ମିଷ୍ଠା, ଅଡୁଆରେ ନିରଞ୍ଜନ ସେଠୀ

ଭୁବନେଶ୍ୱର : ମାନସ ସ୍ୱାଇଁ ହତ୍ୟା ମାମଲା । ଦିନକୁ ଦିନ ବଢୁଛି ଅଡୁଆ । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ସବୁ ସତ ମାନିଯିବା ପରେ ଅଡୁଆରେ ପଡିଲେଣି ନିରଞ୍ଜନ ସେଠୀ । ପୋଲିସ ଶର୍ମିଷ୍ଠାକୁ ଖୋଜୁଥିବା ବେଳେ ଶର୍ମିଷ୍ଠା ସହ ଯୋଗୀ ଝୁନା ଭୋଇକୁ ସାଙ୍ଗରେ ଧରି ଭଦ୍ରକ, କାଳିଆପାଣୀ. ଯାଜପୁର ଓ…

ତେଲ ଦର ବୃଦ୍ଧିରେ ଲାଗୁନି ଲଗାମ୍ : ପେଟ୍ରୋଲ ୮୬ପଇସା ଓ ଡିଜେଲ ୮୫ପଇସା ବୃଦ୍ଧି

ଭୁବନେଶ୍ୱର: ତେଲ ଦର ବୃଦ୍ଧିରେ ଲାଗୁନି ଲଗାମ୍ । ଆଜି ପେଟ୍ରୋଲ ୮୬ପଇସା ଓ ଡିଜେଲ ୮୫ପଇସା ବଢିଛି । କିଛି ଦିନ ହେଲା ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍ । ଆଜି ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦର । ଦେଶରେ ଆଜି ପେଟ୍ରୋଲ ଓ ଡିଜେଲ୍ ଦର ଲିଟର୍ ପିଛା ୮୦ ପଇସା ବୃଦ୍ଧି ପାଇଛି ।…