Latest Odisha News

BREAKING NEWS

Yearly Archives

2022

ତତଲା ତାୱାରେ ସିଝୁଛି ଓଡ଼ିଶା: ୮ଜିଲ୍ଲାରେ ହିଟୱେଭ ଜାରି

ଭୁବନେଶ୍ୱର : ତତଲା ତାୱାରେ ସିଝୁଛି  ଓଡ଼ିଶା। ଟିଟିଲାଗଡ଼ ତତଲାଗଡ଼ରେ ପରିଣତ ହୋଇଛି। ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା ପରି ପଶ୍ଚିମ ଓଡ଼ିଶାର ପ୍ରତିଟି ସହରରେ ତାପମାତ୍ରା ଶୀର୍ଷ ଛୁଇଁଛି। ଆଗକୁ ସ୍ଥିତି ଆହୁରି ଗମ୍ଭୀର ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।…

କିଏ ହେବେ ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ? ରେସରେ ତିନି ପ୍ରମୁଖ ଡାକ୍ତର

ନୂଆଦିଲ୍ଲୀ : କିଏ ହେବେ ନୂଆଦିଲ୍ଲୀସ୍ଥିତ ଏମ୍ସର ନିର୍ଦ୍ଦେଶକ ? ମାର୍ଚ୍ଚ ୨୪ରେ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । କିନ୍ତୁ କେନ୍ଦ୍ର ସରକାର ଏବେ ଆଉ ତିନି ମାସ ତାଙ୍କର ଚାକିରି ଅବଧି ବଢ଼ାଇଛନ୍ତି। ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଏମ୍ସ…

ଜେଲ୍ ନିର୍ଯାତନାର କେନ୍ଦ୍ର ନହେଉ: ମାନ୍

ଚଣ୍ଡିଗଡ଼:  ଜେଲ ଗୁଡିକ ନିର୍ଯାତନାର କେନ୍ଦ୍ର ହେବା ଉଚିତ ନୁହେଁ । କଏଦୀଙ୍କ ମାନବିକ ଅଧିକାରକୁ ସୁରକ୍ଷା ଦେବା ଜେଲ୍ ଅଧିକାରୀଙ୍କ ପ୍ରଥମ ପ୍ରାଥମିକତା ହେବା ଉଚିତ।ଏଥିସହ କଏଦୀମାନଙ୍କୁ କିଭଳି ମୁଖ୍ୟସ୍ରୋତରେ ଆଣିହେବ ତାହା ମୂଳଲକ୍ଷ୍ୟ ହେବା ଉଚିତ । ଏଥିପାଇଁ ସଂସ୍କାର ଆଣିବା ଦରକାର।…

ତେଲ ଦର ବଢୁଥିବା ବେଳେ ରାଜଧାନୀରେ ଗଡ଼ିଲା ହାଇଡ୍ରୋଜେନ କାର

ନୂଆଦିଲ୍ଲୀ: ତେଲ ଦର ବୃଦ୍ଧି ବେଳେ ବିକଳ୍ପ ଇନ୍ଧନର କଥା କହୁଥିବା କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରି ରାଜଧାନୀ ରାଜରାସ୍ତାରେ ହାଇଡ୍ରୋଜେନ ଚାଳିତ କାର ଚଳାଇଛନ୍ତି । ଗଡ଼କରୀ ବୁଧବାର ନିଜର ଟୟୋଟା ମିରାଇ ନାମକ ହାଇଡ୍ରୋଜେନ୍ ଚାଳିତ କାରକୁ ନେଇ ସଂସଦ ଆସିଥିଲେ। ଆତ୍ମନିର୍ଭରଶୀଳ…

ପରୀକ୍ଷା ପେ ଚର୍ଚ୍ଚା: ଓଡ଼ିଶାରୁ ଯୋଗଦେବେ ୨୬ ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ଏପ୍ରିଲ ୧, ସକାଳ ୧୧ଟାରେ ନୂଆଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ‘ପରୀକ୍ଷା ପେ ଚର୍ଚ୍ଚା’ର ପଂଚମ ସଂସ୍କରଣ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହିତ ମତ ବିନିମୟ କରିବେ ।  ସୋମବାର  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ…

କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା (ଡିଏ)ର ଅତିରିକ୍ତ କିସ୍ତି ପ୍ରଦାନ କରିବା ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଏଥିସହିତ କେନ୍ଦ୍ର ସରକାରଙ୍କ ଅଧୀନରେ ସମସ୍ତ…

କି ବା ଅସାଧ୍ୟ ମହୀତଳେ

ସୁଷମା ପରିଜାଙ୍କ ସ୍ୱତନ୍ତ୍ର ଆଲେଖ୍ୟ… ଦୃଢ ଇଚ୍ଛାଶକ୍ତି ଆଉ କଠୋର ସାଧନ ବଳରେ ମଣିଷ ଅସାଧ୍ୟ ସାଧନ କରିପାରେ ତା’ର ଅନେକ ଉଦାହରଣ ରହିଛି । ତନ୍ମଧ୍ୟରୁ ଏକ ଜ୍ୱଳନ୍ତ ଉଦାହରଣ ହେଲେ ପର୍ବତାରୋହୀ ଅରୁଣିମା । ତାଙ୍କର ଜୀବନରେ ଆସିଥିବା ଭୟଙ୍କର ବିପର୍ଯ୍ୟୟମାନଙ୍କୁ ଦୃଢ ଭାବରେ ସାମନା କରି…

ଯୋଗୀଙ୍କୁ ଭେଟିଲେ ଶିବପାଲ, ପୁଣି ଆରମ୍ଭ ହେବ କି ଦଳ ଡିଆଁ ପର୍ବ ?

ଲକ୍ଷ୍ନୌ : ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ସହିତ ଶିବପାଲ ଯାଦବଙ୍କ ଦଳ ମେଣ୍ଟ କରିଥିଲା। ଏବେ କିନ୍ତୁ ନିର୍ବାଚନ ପରେ ସମାଜବାଦୀ ପାର୍ଚି ସୁପ୍ରିମୋ ତଥା ପୁତୁରା ଅଖିଳେଶ ଯାଦବଙ୍କ ସହ ଶିବପାଲଙ୍କ ମନାନ୍ତର ବଢିଛି । ଏହାକୁ ନେଇ ୟୁପି ରାଜନୀତିରେ ସପ୍ତାହେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୧୨୮  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆପଣାର କରିବାର ମୁଖ୍ୟ ପଥ ହେଉଛି ଶରଣlଗତି। ଜଣେ ଭକ୍ତ କେବଳ ମୁହଁରେ କହିଦେଲେ ହେବନାହିଁ। ସମ୍ପୂର୍ଣ୍ଣ ଶରଣlଗତି ପାଇଁ ଛଅ ଗୋଟି ଆଚରଣ ପାଳନ କରିବାକୁ…

ଅନୁବାଦ କବିତା : ସ୍ମୃତି

ମୂଳ ରଚନା : ଉଆନ ରମୋନ ହିମେନେଜ ମୋ ଆତ୍ମାର ନିଭୃତରେ ଏକ କ୍ଷୁଦ୍ର ଝରଣାର ଧାରା ମତେ ଛୋଟ କରିଦିଏ। ମୁଁ ପ୍ରାୟ ମୋର ଶକ୍ତି ହରାଇ ବସେ। ଆକାଶ ବି ମତେ ସାହାଯ୍ୟ କରେନି ଏପରିକି ତାରାମାନେ ବି ମତେ ପ୍ରତାରିତ କରନ୍ତି। ମୋ ଉପରେ କେହି ହେଲେ ନାହିଁ ସବୁ ଖାଲି ତଳେ ମୋର ଅତଳ…