କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା , ଶର୍ମିଷ୍ଠାଙ୍କୁ ଖୋଜିବାକୁ ବାହାରିଲା କ୍ରାଇମବ୍ରାଞ୍ଚ ଟିମ୍
ଭଦ୍ରକ : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା। କ୍ରାଇମବ୍ରାଞ୍ଚର ଏକ ୫ ଜଣିଆ ଟିମ୍ ଭଦ୍ରକ ଏସପି କାର୍ଯ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଟିମରେ ଡିଏସପି କଳ୍ପନା ସାହୁ , ଇନିସ୍ପେକ୍ଟର ବିଶ୍ୱ ପ୍ରକାଶ ଦାସ , ସବଇନ୍ସପେକ୍ଟର ଅବଧୁତ ବାରିକଙ୍କ ସହିତ ଏସଆଇ…