ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ
ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ । ଚଳିତ ବଜେଟ ଅଧିବେଶନ ବି ସଂପୂର୍ଣ୍ଣ କୋଭିଡ କଟକଣାରେ ବିଧାନସଭା ଚାଲିବ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ ଓ ସାମ୍ବାଦିକମାନଙ୍କର କରୋନା ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି ।…