Latest Odisha News

BREAKING NEWS

Yearly Archives

2022

ମହିଳା ବିଶ୍ୱକପ କ୍ରିକେଟ: ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ: ମହିଳା ବିଶ୍ୱକପ କ୍ରିକେଟରେ ମଙ୍ଗଳବାର ଭାରତ ୧୧୦ ରନରେ ବାଂଲାଦେଶକୁ ହରାଇ ସେମିଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୫୦ ଓଭରରେ ୭ ୱିକେଟ ହରାଇ ୨୨୯ ରନ ସଂଗ୍ରହ କରିଥିଲା । ୟାସ୍ତିକା ଭାଟିଆ (୫୦), ଶେଫାଳୀ ବର୍ମା (୪୨), ସ୍ମୃତି…

[ଭିଡିଓ] ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଭୁବନେଶ୍ୱର :  ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଆଜି ପୋଲିସ ତାଙ୍କୁ ଗିରଫ କରିଛି । ଲୋକଙ୍କ ଉପରେ ଗାଡି ଚଢାଇଦେବା ମାମଲାରେ ପୋଲିସ ତାଙ୍କୁ ଗିରଫ କରିଛି । ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଭୁବନେଶ୍ୱର ଜିଲ୍ଲା ଦୌରା ଜର୍ଜଙ୍କ କୋର୍ଟରେ…

‘ରଦ୍ଦ ହୋଇଥିବା ତିନି କୃଷି ଆଇନକୁ ସମର୍ଥନ କରୁଥିଲେ ୮୫ ପ୍ରତିଶତ’

ନୂଆଦିଲ୍ଲୀ: ରଦ୍ଦ ହୋଇଥିବା ତିନି କୃଷି ଆଇନ ପୁଣି ଥରେ ଚର୍ଚ୍ଚାରେ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ତିନି କୃଷି ଆଇନକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ ନକରିବା ସପକ୍ଷରେ ଥିଲା। ସରକାର ରଦ୍ଦ କରିବା ପରିବର୍ତ୍ତେ ଫିକ୍ସ ପ୍ରାଇସ ବା ଦାମରେ ଫସଲ କିଣିବାର ଅଧିକାର ପ୍ରଦାନ କରିବା ଏବଂ…

୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କଲେ ମାନ୍ ସରକାର

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବା ପରେ ଭଗବନ୍ତ ମାନ ଏବେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଭଗବନ୍ତ ମାନ ମଙ୍ଗଳବାର ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟର ଗ୍ରୁପ୍ ସି ଏବଂ ଗ୍ରୁପ୍ ଡିର ପ୍ରାୟ ୩୫ ହଜାର ଅସ୍ଥାୟୀ କର୍ମଚାରୀଙ୍କୁ ସରକାର ସ୍ଥାୟୀ ଚାକିରି…

[ଦେଖନ୍ତୁ ଭିଡିଓ] ଚର୍ଚ୍ଚାରେ ଅନୁଗୁଳ ପୌର ରାଜନୀତି: ମଇଦାନରେ ବାପ-ପୁଅ ଟକ୍କର

ଅନୁଗୁଳ  : ଚର୍ଚ୍ଚାରେ ଅନୁଗୁଳ ପୌର ରାଜନୀତି । ପୁଅ ବିରୁଦ୍ଧରେ ବାପା ହୋଇଛନ୍ତି କାଉନସିଲର  ପ୍ରାର୍ଥୀ । ଏଠି ପୁଅ ବିରୁଦ୍ଧରେ ନିର୍ବାଚନ ଲଢ଼ୁଛନ୍ତି ବାପା । ବାପା ବିଜେପି ର କାଉନସିଲର ପାର୍ଥି ହୋଇଥିବା ବେଳେ ପୁଅ ବିଜେଡି ପ୍ରାର୍ଥୀ ହୋଇଛନ୍ତି । ଯାହାକୁ ନେଇ ଏବେ ବେଶ ଚର୍ଚ୍ଚା…

ଲୋକସଭାରୁ ଇସ୍ତଫା ଦେଲେ ଅଖିଳେଶ ଓ ଆଜମ ଖାନ୍

ଲକ୍ଷ୍ମୌ: ଉତ୍ତରପ୍ରଦେଶ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଆଜି (ମଙ୍ଗଳବାର) ଲୋକସଭାରୁ ଇସ୍ତଫା ଦେଇଛନ୍ତି। ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ​​ଅଖିଳେଶ ଯାଦବ କରହଲ ଆସନରୁ ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କ ସହିତ ଅଖିଳେଶ ଯାଦବ ୨୦୧୯ରେ ଆଜାମଗଡ ଲୋକସଭା ଆସନରୁ…

ଭୁବନେଶ୍ୱର କୋର୍ଟରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଟ୍ରାଞ୍ଜିଟ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର: ଗତ ୧୨ ତାରିଖ ଦିନ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ବେଳେ ଲୋକଙ୍କୁ ଗାଡି ମଡାଇ ଦେବା, ପରେ ଲୋକଙ୍କ ମାଡରେ ଲହୁଲୁହାଣ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ସ୍ଥାନାନ୍ତର ହୋଇଛନ୍ତି । ଏହାପରେ ପୁଲିସ ଏହି ବାହୁବଳୀ ବିଧାୟକଙ୍କୁ…

ଟିଏମସି ନେତାଙ୍କୁ ହତ୍ୟା ପରେ ଗାଁରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୧୦ ଜୀବନ୍ତଦଗ୍ଧ

କୋଲକାତା: ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା। ଶାସକ ଦଳ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କୁ ହତ୍ୟା ପରେ ଗତକାଲି ରାତିରେ ବୀରଭୂମର ରାମପୁରହାଟର ବୋଗତୁଇ ଗାଁରେ କିଛି ଲୋକ ନିଆଁ ଲଗାଇ ଦେଇଥିଲେ। ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୩୮ ଜଣ ଆହତ ହୋଇଥିବା କୁହାଯାଉଛି।…

[ଭିଡିଓ] ଭାରସାମ୍ୟ ହରାଇ ଓଲଟିଲା ବସ୍ , ୩୦ ଆହତ

ଢେଙ୍କାନାଳ : ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ଢେଙ୍କାନାଳ ଜିଲ୍ଲାର ବଣସିଂହ ନିକଟସ୍ଥ ମା’ ପାଟରାଣୀଙ୍କ ମନ୍ଦିର ପାଖରେ ସମଲେଇ ନାମକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଏହି ଦୁର୍ଘଟଣାରେ ୩୦ ରୁ ଅଧିକ ଛାତ୍ରଛାତ୍ରୀ ଓ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ…

ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ 'ଛ' ମାସର ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର ।  ଶିଶୁର ଶରୀରରେ ଥିବା ଜଟିଳ ହୃଦ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ସୁବାସ ଚନ୍ଦ୍ର ବେହେରାଙ୍କ  ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲମୁନାରୀ ଓ ଲାଇଭ୍…