Latest Odisha News

BREAKING NEWS

Yearly Archives

2022

କବିତା : ମହମବତୀ

ଗଦାଧର ସାହୁ ଜଳୁଛି ସେ କେଉଁ କାଳୁ ଜଳୁଥିବ ଆହୁରି, ଅନ୍ଧକାର ସରେ ନାହିଁ କେତେ ଅଛି ଜାଣେନି । କାହାର କେତେ ଆୟୁଷ କିଏ ଅବା କଳିବ, ଜଳି ଜଳି ଲିଭିଯିବ ଏ ଜୀବନ ପ୍ରଦୀପ ବ୍ରହ୍ମଗିରି,  ପୁରୀ

ପୁରୀ କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲା, ୪ ଅଟକ

ପୁରୀ: ସୁଆର ଓ ମହାସୁଆର ନିଯୋଗ ସମ୍ପାଦକ  କୃଷ୍ଣଚନ୍ଦ୍ର ପ୍ରତିହାରୀ ହତ୍ୟା ମାମଲାରେ ୪ ଜଣ ଅଟକ । ଏହି ଚାରି ଜଣଙ୍କ ମଧ୍ୟରେ ୨ ଜଣ ମୁଖ୍ୟ ଷଡଯନ୍ତ୍ରକାରୀ ରହିଛନ୍ତି ବୋଲି ସୂଚନା ରହିଛି । ଅଟକଙ୍କ ମଧ୍ୟରେ ରହିଛନ୍ତି କାଳିଆ ସିଂହାରୀ ଓ ଦୋଳଗୋବିନ୍ଦ । ଗୁନସିଂହାରୀ ମୃତ୍ୟୁ ଘଟଣାରେ…

ଋଷ-ୟୁକ୍ରେନ ଯୁଦ୍ଧ ବେଳେ ନେହରୁଙ୍କ କୂଟନୀତିକୁ ବ୍ୟବହାର କରୁଛନ୍ତି ମୋଦୀ !

ନୂଆଦିଲ୍ଲୀ: ରାତି ପାହିଲେ ଅଷ୍ଟ୍ରେଲିଆ ସହ ଭାରତର ଡିଜିଟାଲ ଶିଖର ସମ୍ମିଳନୀ ରହିଛି । ଏହା ପୂର୍ବରୁ ଭାରତକୁ ପ୍ରଶଂସା କରିଛି ଅଷ୍ଟ୍ରେଲିଆ। ରବିବାର ଭାରତରେ ଅବସ୍ଥାପିତ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ବେରି ଓ ଫାରେଲ ରୁଷ-ୟୁକ୍ରେନ ପ୍ରସଙ୍ଗରେ ଭାରତର ଆଭିମୁଖ୍ୟକୁ ପ୍ରଶଂସା କରିଛନ୍ତି ।…

ଭାରତର ନୀତିକୁ ପ୍ରଶଂସା କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ହେଲେ କାହିଁକି ?

ଇସଲାମାବାଦ: ନିଜ ଦେଶରେ ଅନାସ୍ଥା ପ୍ରସ୍ତାବ ଭୋଟର ପରୀକ୍ଷା ଦେବାକୁ ଯାଉଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଭାରତକୁ ପ୍ରଶଂସା କରିଛନ୍ତି। ମୁଖ୍ୟତଃ ଭାରତର ବୈଦେଶିକ ନୀତିକୁ ଇମ୍ରାନ୍ ପ୍ରଶଂସା କରିବା ପାକିସ୍ତାନ ରାଜନୀତିରେ ହଟଚମଟ ସୃଷ୍ଟି କରିଛି।  ସେ କହିଛନ୍ତି ଯେ…

ଭୁବନେଶ୍ୱରରେ ଆରମ୍ଭ ହେଲା ଜାତୀୟ ଭାରୋତୋଳନ ଚାମ୍ପିୟନଶିପ

ଭୁବନେଶ୍ୱର: ଜାତୀୟ ଭାରୋତୋଳନ ଚାମ୍ପିୟନଶିପ ଭୁବନେଶ୍ୱରରେ ଆରମ୍ଭ ହୋଇଯାଇଛି । ୩୦ ରାଜ୍ୟର ୮୦୦ ପ୍ରତିଯୋଗୀ ଯୁବ, ଜୁନିୟର ଓ ସିନିୟର ବିଭାଗରେ ପ୍ରତିଦ୍ୱନ୍ଦ୍ୱିତା କରିବେ । ଭାରତୀୟ ୱେଟଲିଫ୍ଟିଂ ଫେଡେରେଶନ, ଓଡିଶା ୱେଟଲିଫ୍ଟିଂ ଆସୋସିଏଶନ ଏବଂ ଓଡିଶା ସରକାର କ୍ରୀଡା ଓ ଯୁବ ବ୍ୟାପାର…

ରାଜଧାନୀରେ ଗୁଳିମାଡ଼: ଜଣେ ଆହତ, ୫ ଅଟକ

ଭୁବନେଶ୍ୱର: ରାଜଧାୀରେ ପୁଣି ଗୁଳିମାଡ଼ । ଗୁଳିମାଡ଼ରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି । ପୋଲିସ ଏଥିରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି । ଅଟକ ଥିବା ଅଭିଯୁକ୍ତଙ୍କ ମଧ୍ୟରେ ନୟାଗଡ଼ ଅଞ୍ଚଳର ମାନସ କୁମାର ସାହୁ, ସୁଶାନ୍ତ ପ୍ରଧାନ ଓ ସର୍ବେଶ୍ୱର ସେଠ । ରାଜେଶ କୁମାର…

ଆରଜେଡିରେ ବିଲୟ ହେଲା ଏଲଜେଡି

ପାଟନା: ବିହାରରେ ଦୀର୍ଘ ଦିନ ପରେ ଦୁଇ ପୁରୁଣା ରାଜନୈତିକ ବନ୍ଧୁ ଏକତ୍ର ହୋଇଛନ୍ତି କହିଲେ ଭୁଲ ହେବନି । ରବିବାର ଶରଦ ଯାଦବଙ୍କ ଲୋକତାନ୍ତ୍ରିକ ଜନତା ଦଳ ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳରେ ବିଲୟ ହୋଇଛି । ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହା ଘୋଷଣା କରାଯାଇଛି । ଆରଜେଡି ମୂଖ୍ୟ…

ଖରାଦିନ ଆରମ୍ଭରୁ ଡାମେରିକିଆ ଜଙ୍ଗଲରେ ନିଆଁ, ମୂଲ୍ୟବାନ ଗଛ ପୋଡି ନଷ୍ଟ

କନ୍ଧମାଳ: ଖରାଦିନ ଆରମ୍ଭରୁ  ଜଙ୍ଗଲରେ ନିଆଁ ଲାଗିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଜଙ୍ଗଲ ଡିଭିଜନର ଡାମେରିକିଆ ଜଙ୍ଗଲ ଜଳୁଛି । ଦିନ ରାତି ଦ୍ରୁତ ଗତିରେ ନିଆଁ ଜଙ୍ଗଲରେ ବ୍ୟାପୁଥିବାରୁ ବହୁ ମୂଲ୍ୟବାନ ଗଛ ପୋଡି ନଷ୍ଟ ହୋଇଛି । ସେପଟେ ଜଙ୍ଗଲ ଜଳୁଥିବାରୁ ଭୟଭୀତ ହୋଇଛନ୍ତି ଜୀବଜନ୍ତୁ । କେ…

ସୁପରସୋନିକ ମିଜାଇଲ ଆକ୍ରମଣ କଲା ରୁଷ, ୟୁକ୍ରେନ ତୈଳ ଭଣ୍ଡାର ଛାରଖାର

ଦିଲ୍ଲୀ : ୟୁକ୍ରେନ-ରୁଷ ଯୁଦ୍ଧର ୨୫ ଦିନରେ ଘନ ଘନ ବୋମାମାଡ ଓ ମିଜାଇଲ ଆକ୍ରମଣ । ରବିବାର ୟୁକ୍ରେନର ଦକ୍ଷିଣରେ ଥିବା ମାଇକୋଲାଇଭ ଅଞ୍ଚଳର ସୁପରସୋନିକ ମିଜାଇଲ ମାଡ କରି ତୈଳ ଭଣ୍ଡାରକୁ ଛାର ଖାର କରିଦେଇଛି । ବ୍ଲାକ ସିିରୁ ସୁପରସୋନିକ ମିଜାଇଲ ମିଜାଇଲ ମାଡରେ ତୈଳଭଣ୍ଡାର ନଷ୍ଟ ହେବା ସହ…

ଋଷର ଜୋରଦାର ଆକ୍ରମଣ, ପ୍ରାଣ ହରାଇଲେ ୧୦୦ ଯବାନ

ଦିଲ୍ଲୀ : ଥମିବାର ନାଁ ଧରୁନି ଯୁଦ୍ଧ । ୨୫ ଦିନରେ ୟୁକ୍ରେନ ଓ୍ବାର । ଦିନକୁ ଦିନ ତୀବ୍ର ହେଉଛି ଆକ୍ରମଣ । ମାୟକୋଲେଭର ଏକ ସାମରିକ ବାରାକ ଉପରେ ଋଷ କରିଥିବା ବୋମାମାଡ ଘଟଣାରେ ମୃତ୍ୟୁସଂଖ୍ୟା ୧୦୦ରୁ ଅଧିକ ହୋଇଥିବା ଆଶଙ୍କା କରାଯାଉଛି । ବାରାକରେ ୨୦୦ରୁ ଅଧିକ ସୈନ୍ୟ ଶୋଇଥିବା ବେଳେ ଏହି…