ଥମୁନି ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭୀଷିକା: ଦିନକୁ ଦିନ ବଢିଚାଲିଛି ମୃତକଙ୍କ ସଂଖ୍ୟା
ଦିଲ୍ଲୀ: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ଧରୁନାହିଁ । ଲଗାତର ଭାବରେ ରୁଷ ସେନା ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛନ୍ତି । ବର୍ତ୍ତମାନ ସେମାନେ ରାଜଧାନୀ କିଭ୍ ଉପରେ ହମଲା କରିବା ପାଇଁ ମାଡ଼ି ଆସୁଛନ୍ତି । ସହରକୁ ତିନି ପଟରୁ ଘେରି ଯାଇଛନ୍ତି । ବୋମାମାଡ଼, ମିସାଇଲ୍ ଆଟାକ୍ ଆଦି…