Latest Odisha News

BREAKING NEWS

Yearly Archives

2022

ଜମୁଛି ପ୍ରଚାର ,ହାଟ ବଜାର ବୁଲି ଭୋଟ ଭିକ୍ଷା କରୁଛନ୍ତି ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ପ୍ରଚାର ଜୋରଦାର । ଭୁବନେଶ୍ୱର ମହାନଗର ନିଗମ ପାଇଁ ବିଜେଡି ପ୍ରାର୍ଥୀ କରିଥିବା ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ ଜୋରଦାର ପ୍ରଚାର ଜାରି ରଖିଛନ୍ତି ।ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଚାଲିଛି ଅଭିନବ ପ୍ରୟାସ । ଭୁବନେଶ୍ୱର ମହାନଗର ନିଗମର ପାର୍କ ଚା…

ଭାରତୀୟ ସେନା ହେଲିକେପ୍ଟର ‘ଚିତା’ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ସୁରକ୍ଷିତ

ଭୁବନେଶ୍ୱର: ଭାରତୀୟ ସେନା ହେଲିକେପ୍ଟର ‘ଚିତା’ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣା କାଶ୍ମୀର ଗୁରେଜର ବାରାମ ଅଞ୍ଚଳରେ ଘଟିଛି । ହେଲିକେପ୍ଟରଟି ଉଡାଣ ଭରିବା ପରେ ତୁଷାରପାତର ସମ୍ମୁଖୀନ୍ନ ହୋଇଥିଲା । ହେଲିକେପ୍ଟରରେ ଥିବା ସଦସ୍ୟଙ୍କ ଉଦ୍ଧାର ପାଇଁ ବରଫାବୃତ୍ତ ଅଞ୍ଚଳରେ ଉଦ୍ଧାରକାରୀ…

”ଦ କାଶ୍ମୀର ଫାଇଲ୍ସ” ଫିଲ୍ମର କିଛି ସିନ୍ ହଟାଇବାକୁ କୋର୍ଟର ନିର୍ଦ୍ଦେଶ

ଦିଲ୍ଲୀ :ଫିଲ୍ମ ''ଦ କାଶ୍ମୀର ଫାଇଲ୍ସ'’କୁ କୋର୍ଟର ଝଟକା । ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ''ଦ କାଶ୍ମୀର ଫାଇଲ୍ସ'' ର କିଛି ସିନ୍ କାଟିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ଫିଲ୍ଲରେ ସ୍ୱର୍ଗତ ଆଇଏଫଏଫ୍ ସ୍କା୍ୱାଡ୍ରୋନ୍ ଲିଡର ରବି ଖାନ୍ନାଙ୍କ ଚିତ୍ର ଦର୍ଶାଇବାକୁ ବାରଣ…

ବିଜାପୁରରେ ଏନକାଉଣ୍ଟର ,ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁରରେ ଗୁଳିବିନିମୟ । ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ସୂଚନା । ମୃତ ମାଓବାଦୀ ଜଣକ ହେଉଛନ୍ତି ବିଜାପୁର ନକ୍ସଲ ସଙ୍ଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ । ଘଟଣା ସ୍ଥଳରୁ ବହୁ ପରିମାଣର ବିସ୍ପୋରୋକ ସହ ମାଓ…

ଏପ୍ରିଲ ୨୯ରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା, ଅଫଲାଇନରେ ଏକଜାମ୍

ଭୁବନେଶ୍ୱର: ଚଳିତ ବର୍ଷ ଅଫଲାଇନରେ ହେବ ମାଟ୍ରିକ ପରୀକ୍ଷା । ବଡ଼ ଘୋଷଣା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ପରୀକ୍ଷା । ନିଜ ସ୍କୁଲରେ ପରୀକ୍ଷା ହୋଇ ନ ପାରିଲେ ନିକଟତମ ସ୍କୁଲରେ ହେବ ପରୀକ୍ଷା ।…

ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ କରାଯିବ । ସମେଟିଭ୍ ଆସେସମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ । ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ ।…

”ତୁମେ ପଞ୍ଜାବ ବାସୀଙ୍କ ହୃଦୟ ଜିତିଛ” କହି ଭଗବନ୍ତ ମାନଙ୍କୁ ଶୁଭେଚ୍ଛା ଜଣାଇଲେ କପିଲ୍ ଶର୍ମା

ମୁମ୍ୱାଇ : ଭଗବନ୍ତ ମାନଙ୍କ ବିଜୟକୁ ନେଇ ଶୁଭେଚ୍ଛା ଜଣାଇଲେ କପିଲ୍ ଶର୍ମା । କମେଡିଆନ ଭାବେ କ୍ୟାରିଅର ଆରମ୍ଭ କରିଥିଲେ ଭଗବନ୍ତ। ହେଲେ ଏବେ ପଞ୍ଜାବରେ ଆମ ଆଦମୀ ପାର୍ଟି ବାଜିମାତ କରିବା ପରେ ସିଏମ୍ ଫେସ୍ ହେଉଛନ୍ତି ଭଗବନ୍ତ ମାନ । ଆପ୍ ରୁ ନିର୍ବାଚନ ଲଢୁଥିବା ପଞ୍ଜାବ ବିଧାନସଭା ଆସନରେ…

ମହାନଦୀକୁ ଡେଇଁଲେ ଯୁବକ

କଟକ: ମହାନଦୀକୁ ଡେଇଁଲେ ଯୁବକ । କଟକ ଜିଲ୍ଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ୍ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି । ନିଖୋଜ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଯୁବକଙ୍କୁ ୨୫ ବର୍ଷ ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ସକାଳ ପ୍ରାୟ ୯ଟା ବେଳେ ଯୁବକ…

ଆଉ କିଛି ସମୟ ପରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଆଉ କିଛି ସମୟ ପରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଦିନ ୧୨ଟାରେ ସେ ପ୍ରେମସିଟରେ ସୂଚନା ଦେବେ । କଣ କହିବେ ମୁଖ୍ୟ ଶାସନ ସଚିବ ତାଉପରେ ସମସ୍ତଙ୍କର ନଜର ରହିଛି । ଏବେ ରାଜ୍ୟରେ କୋଭିଡ୍ ସଂକ୍ରମଣ…

କ୍ରାନ୍ତି ଆଣିଲା ଆପ୍ : ଦିଲ୍ଲୀ ପରେ ପଞ୍ଜାବ ଦଖଲ କଲା ଆମ୍ ଆଦମୀ ପାର୍ଟି

ଦିଲ୍ଲୀ : ବଡ଼ ବଡ଼ ନେତା, ବଡ଼ ବଡ଼ ଦଳକୁ ଧୁଳି ଚଟାଇ ପଞ୍ଜାବରେ ଇତିହାସ ରଚିଛି ଆମ୍ ଆଦମୀ ପାର୍ଟି । ଆପ୍ ଏଭଳି ସୁନାମୀ ଆଣିବା ନେଇ ଏକ୍ଜିଟ୍ ପୋଲ ଆକଳନ କରିଥିଲେ ବି ସାରା ଦେଶର ନଜର ଅଟକିଥିଲା ପଞ୍ଜାବ ଉପରେ । ଦିଲ୍ଲୀ ପରେ ଦ୍ୱିତୀୟ ରାଜ୍ୟ ଭାବେ ପଞ୍ଜାବ ଉପରେ ଫୋକସ କରିଥିଲେ ପାର୍ଟିର…