ଋଷ୍ ୟୁକ୍ରେନ ଯୁଦ୍ଧ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ କଥା ହେଲେ ମୋଦି
ଦିଲ୍ଲୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିନିର ଜେଲେନସ୍କିଙ୍କ ସହ କଥା ହୋଇଛନ୍ତି । ୟୁକ୍ରେନରେ ଉପୁଜିଥିବ ବିବାଦୀୟ ପରିସ୍ଥିତି ଏବଂ ୟୁକ୍ରେନ ଓ ରୁଷ ମଧ୍ୟରେ ଚାଲିଥିବା ବୁଝାମଣା ସମ୍ପର୍କରେ ରାଷ୍ଟ୍ରପତି ଜେଲେନସ୍କି ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ…