Latest Odisha News

BREAKING NEWS

Yearly Archives

2022

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କଲା ବନ ବିଭାଗ

ସୁବର୍ଣ୍ଣପୁର : ଉଦ୍ଧାର ହେଲା ଜୀବନ୍ତ ବଜ୍ରକାପ୍ତା । ସୁବର୍ଣ୍ଣପୁର ଜିଲ୍ଲା ବନିକା ବନ ବିଭାଗ ଅଧିନରେ ଥିବା ଡୁଙ୍ଗୁରିପାଲି ବ୍ଲକ ଚନ୍ଦଲି ଗାଁର ଯୋଗେନ୍ଦ୍ର ଭୋଇଙ୍କ ଘରୁ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଏହି ବଜ୍ରକାପ୍ତାଟି ଚନ୍ଦଲି ଗାଁରେ ବୁଲୁଥିବା ଦେଖି ସେ ନିଜ ଘରେ ରଖିଥିଲେ ।…

ଭୁବନେଶ୍ୱରରେ କୋଣାର୍କ ଏକ୍ସପ୍ରେସରୁ ୧୨କୋଟିର ସୁନା ଅଳଙ୍କାର ଜବତ

ଭୁବନେଶ୍ୱର: ଟ୍ରେନର ୧୨ କୋଟି ଟଙ୍କାର ସୁନା ଅଳଙ୍କାର ଜାବର । ମୁମ୍ବାଇରୁ କୋଣାର୍କ ଏକ୍ସପ୍ରେସ ସୁନା ଆଣୁଥିବା ବେଳେ ଜବତ କରିଛି ଭୁବନେଶ୍ୱର ଜିଆରପି । ୪ଟି ବ୍ୟାଗରୁ ୩୨ କେଜିରୁ ଅଧିକ ସୁନା ଅଳଙ୍କାର ଜବତ ହୋଇଛି । ଯାହାର ମୂଲ୍ୟ ୧୨ କୋଟି ଟଙ୍କା ହେବ ବୋଲି କୁହାଯାଉଛି । କୋଣାର୍କ…

ଶୁଆ ଶିକାର କରି ୟୁଟ୍ୟୁବରେ ଭିଡିଓ ଅପଲୋଡ୍ କରୁଛି ଶିକାରୀ, ନିଘୋଡ଼ ନିଦରେ ଶୋଇଛି ବନ ବିଭାଗ

ଭୁବନେଶ୍ୱର: ଜଙ୍ଗଲରୁ ବେଆଇନ ଭାବରେ ଶୁଆ ଶୀକାର କରୁଛି ଶିକାରୀ । ଗଛ କୋରଡ଼ରୁ ଛୁଆଙ୍କୁ ଧରି ତାର ଭିଜିଓ ୟୁଟ୍ୟୁବରେ ଅପଲୋଡ୍ କରୁଛନ୍ତି । ସୋସିଆଲ୍ ମିଡିଆରେ ଏହି ଭିଡିଓ ଭାଇରାଲ୍ ହେଉଛି । କିନ୍ତୁ ନିଘୋଡ଼ ନିଦରେ ଶୋଇଛି ବନ ବିଭାଗ । କାର୍ଯ୍ୟାନୁଷ୍ଠାନ ନାହିଁ । କନ୍ଧମାଳ ଜିଲ୍ଲାର ଏହି…

ଟିକଟ ପାଇଁ ଅଥୟ ହେଲେଣି ଆଶାୟୀ ,୨ ଦିନ ଭିତରେ ବିଜେଡି ଟିକଟ ଘୋଷଣା

ଭୁବନେଶ୍ୱର :ସରିଲା ଗାଁ ଭୋଟ ଏବେ ପୌର ନିର୍ବାଚନ ଚିନ୍ତା । ପୌର ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାଠାରୁ ଆଶାୟୀଙ୍କ ନିଦ ହଜି ଯାଇଛି । ଟିକଟ ଆଶାରେ ଆଶାୟୀ ମାନେ ବ୍ୟସ୍ତ ହୋଇପଡିଲେଣି । ଏନେଇ ବିଧାୟକଙ୍କ ଘର ଶହ ଶହ ବାୟୋଡାଟା ଦେଇ ନେହୁରା ହେଉଛନ୍ତି ପ୍ରାର୍ଥୀ ମାନେ । ନାମାଙ୍କନ…

ପାରାଚୁଟରେ ଓହ୍ଲାଇ ଖାରକିଭର ହସ୍ପିଟାଲରେ ଆକ୍ରମଣ କଲା ରୁଷ ସେନା

ଖାରକିଭ(ୟୁକ୍ରେନ୍): ୟୁକ୍ରେନ-ରୁଷ ଭିତରେ ସାତ ଦିନ ହେଲା ଘମାଘୋଟ ଯୁଦ୍ଧ ଚାଲିଛି । ଚାରିପଟରୁ ୟୁକ୍ରେନ ଉପରେ ହମଲା କରୁଛି ରୁଷ ସେନା । ତୁହାକୁ ତୁହା ବିସ୍ଫୋରଣ ସାଙ୍ଗକୁ ମିସାଇଲ୍ ମାଡ଼ କରୁଛି । ଖାରକିଭକୁ ନିଜ ଦଖଲରେ ନେବାକୁ ରୁଷ ସେନା ଆକ୍ରମଣ ଜାରି ରଖିଛି । ଆଜି ଲଢୁଆ ଯୁଦ୍ଧ…

ଭାରତୀୟଙ୍କୁ ଆଣିବା ପାଇଁ ଗଲା ଆଉ ୨ଟି ବାୟୁସେନା ଏୟାରକ୍ରାଫ୍ଟ

ନୂଆଦିଲ୍ଲୀ: ୟୁକ୍ରେନରୁ ଫେରୁଛନ୍ତି ଭାରତୀୟ । ଅପରେସନ୍ ଗଙ୍ଗାରେ ସେମାନଙ୍କୁ ସୁରକ୍ଷିତ ଭାବରେ ଫେରାଇ ଅଣାଯାଉଛି । ଏହି ଅଭିଯାନରେ ସାମିଲ ହୋଇଛି ଭାରତୀୟ ବାୟୁସେନା । ଆଜି ଭୋରରୁ C-17 ଏୟାରକ୍ରାଫ୍ଟ ରୋମାନିଆ ଅଭିମୁଖେ ଯାଇଛି । ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବା ପାଇଁ ଖୁବଶୀଘ୍ର ଆଉ…

ରାଜ୍ୟରେ ଦେଢ଼ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା କାୟା । ଦୈନିକ ସଂକ୍ରମଣ ଏବେ ଦେଢ଼ ଶହ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୪୩ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୭ । ୧୮ ବର୍ଷ ଭିତରେ ଆଉ ୨୮ ପଜିଟିଭ୍ ବାହାରିଛନ୍ତି । ଆଜି ୨୪…

ପୌର ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ । ୭ ତାରିଖ ଯାଏ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିପାରିବେ । ୯ ତାରିଖ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୪ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ପାଇଁ…

କିଭ୍ ଛାଡିଲେ ସବୁ ଭାରତୀୟ: ସେମାନଙ୍କୁ ଆଣିବା ପାଇଁ ୩ ଦିନରେ ଯିବ ୨୬ ବିମାନ

ନୂଆଦିଲ୍ଲୀ: ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରୁଛନ୍ତି ଭାରତୀୟ । ରାଜଧାନୀ କିଭରେ ଆଉ କେହି ଭାରତୀୟ ନାହାନ୍ତି । ସମସ୍ତ ଭାରତୀୟ କିଭ୍ ଛାଡ଼ିଛନ୍ତି । ସୁରକ୍ଷିତ ଭାବରେ ସମସ୍ତେ ସେଠାରୁ ବାହାରି ଆସିଛନ୍ତି । ଏହାପରେ ସେଠାରେ ଥିବା ଭାରତୀୟ ଦୂତାବାସକୁ ବନ୍ଦ କରି ଦିଆଯାଇଛି । ଦୂତାବାସ…

ୟୁକ୍ରେନରୁ ୨୪ ଘଣ୍ଟାରେ ଉଦ୍ଧାର ହୋଇଛନ୍ତି ୧୩୭୭ ଭାରତୀୟ

ନୂଆଦିଲ୍ଲୀ: ୟୁକ୍ରେନ-ରୁଷ୍ ମଧ୍ୟରେ ଯୁଦ୍ଧ ତୀବ୍ର ହେବାରେ ଲାଗିଛି । ଘମାଘୋଟ ଲଢ଼େଇ ଚାଲିଛି । ଖାରକିଭରେ ତୁହାକୁ ତୁହା ହମଲା କରୁଛନ୍ତି ରୁଷ୍ ସେନା । ଏଭଳି ସ୍ଥିତିରେ ୟୁକ୍ରେନରୁ ଭାରତୀୟଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଉଛି । ଗତ ୨୪ ଘଣ୍ଟାରେ ୟୁକ୍ରେନରୁ ୧୩ଶହ ୭୭ ଭାରତୀୟଙ୍କୁ ଉଦ୍ଧାର…