Latest Odisha News

BREAKING NEWS

Yearly Archives

2022

ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ ,୨ ମୃତ

ଅନୁଗୁଳ : ମର୍ମନ୍ତୁଦ ଦୁର୍ଘଟଣା ନେଲା ଜୀବନ । ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନା ସାନହୁଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ବଇଣ୍ଡାରୁ ଆଠମଲ୍ଲୀକ ଆଡକୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ବ୍ରିଜ ତଳେ ବାଡେଇ…

ଆରପାରିରେ ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ

କୋରାପୁଟ: ଆଉ ନାହାନ୍ତି ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ । ବୁଧବାର ବିଳମ୍ବିତ ରାତିରେ ବିଶାଖାପାଟଣାରେ ତାଙ୍କର ପରଲୋକ ହୋଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା ।ପ୍ରଶାନ୍ତଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଆଦିବାସୀ ଜଗତର ସ୍ୱର୍ଗତ ପ୍ରଶାନ୍ତ…

[ଦେଖନ୍ତୁ ଭିଡିଓ] ଋଷ-ୟୁକ୍ରେନ ଯୁଦ୍ଧ : ୟୁକ୍ରେନ ଉପରେ ମିଲିଟାରୀ ଅପରେସନ ଘୋଷଣା

ନୂଆଦିଲ୍ଲୀ: ଆରମ୍ଭ ହେଲା ଯୁଦ୍ଧ । ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଯୁଦ୍ଧର ରୂପ ନେଇଛି । ୟୁକ୍ରେନ ବିପକ୍ଷରେ ସେନା ଅପରେସନ ପାଇଁ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିର୍ଦ୍ଦେଶ ଦେଇଛନ୍ତି । ପୁଟିନ୍ ଚେତାବନୀ ଦେଇଛନ୍ତି ଯେ ଋଷର କାର୍ଯ୍ୟରେ ଯେକୌଣସି ଦେଶ ହସ୍ତକ୍ଷେପ କରିବେ…

ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ : ଦିନ ୧୨.୩୦ ସୁଦ୍ଧା ୫୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ପଞ୍ଚମ ପର୍ଯ୍ୟାୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧୨ ଟା ସୁଦ୍ଧା ୫୫ ପ୍ରତିଶତ ମତଦାନ  ହୋଇଛି ।ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି ।ସ୍ୱାଭିମାନ ଅଞ୍ଚଳରେ ବା ଚିତ୍ରକୋଣ୍ଡାରେ ୫୨…

ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ଆଡଭାଇଜରି ଜାରି: ଘରେ ରହିବାକୁ ପରାମର୍ଶ

ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ଆଡଭାଇଜରି ଜାରି କରାଯାଇଛି । ୟୁକ୍ରେନ୍ ପରିସ୍ଥିତି ଚିନ୍ତାଜନକ ରହିଛି, ଯୁଦ୍ଧ ପରିସ୍ଥିତି ଲାଗି ରହିଛି । ଭାରତୀୟମାନଙ୍କୁ ଘରେ ରହିବାକୁ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି । ଯେଉଁଠି ଅଛ ସେଠି ସୁରକ୍ଷିତ ଓ ଶାନ୍ତ ଭାବେ ରୁହ । ହଷ୍ଟେଲ, ଘର,…

ସୁନ୍ଦରଗଡରେ ବିଜେପି ପ୍ରାର୍ଥୀ ଟଙ୍କା ବାଣ୍ଟୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର :ପଞ୍ଚାୟତ ନିର୍ବାଚନ ସମୟରେ ବିଜେପି ଆଚରଣ ବିଧିି ଉଲ୍ଳଙ୍ଘନ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବିଜେଡି ଅଭିଯୋଗ ଆଣିଛି ପଞ୍ଚାୟତ ନିର୍ବାଚନ ଜିତିବା ପାଇଁ ବିଜେପି ସୁନ୍ଦରଗଡରେ ଟଙ୍କା ବାଣ୍ଟୁଛି । ଭୋଟ ପାଇଁ ଭୋଟରଙ୍କୁ ଟଙ୍କା…

ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା: ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ

ଭୁବନେଶ୍ୱର : ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା । ନିଆଳି ବ୍ଲକ ପୋଖରୀଗାଁ ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ବୁଥ ଜବରଦଖଲ ଅଭିଯୋଗ ପରେ ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ ରହିଛି । ପୁନଃ ନିର୍ବାଚନ ଦାବିରେ ଗ୍ରାମବାସୀ ମାନେ ପୋଖରୀ ଗାଁ ଛକରେ ରାସ୍ତାରୋକ କରିଛନ୍ତି ।…

ଉନ୍ମୋଚିତ ହେଲା ବିଜୟଲକ୍ଷ୍ମୀ ମହାନ୍ତି ପଟ୍ଟନାୟକଙ୍କର ‘ପଞ୍ଚସତୀ ଓ ଅନ୍ୟମାନେ’

ଭୁବନେଶ୍ୱର : ଖଣ୍ଡକାବ୍ୟ ସାରସ୍ୱତ ଅନୁଷ୍ଠାନ ପକ୍ଷରୁ ବିଜୟଲକ୍ଷ୍ମୀ ମହାନ୍ତି ପଟ୍ଟନାୟକଙ୍କର 'ପଞ୍ଚସତୀ ଓ ଅନ୍ୟମାନେ' ଖଣ୍ଡକାବ୍ୟ ଲୋକାର୍ପିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ହୃଷିକେଶ ମଲ୍ଲିକ ଏହି କାବ୍ୟଖଣ୍ଡର ମୁଖବନ୍ଧ ଲେଖିଛି । ଏହି ସାରସ୍ୱତ କାର୍ଯ୍ୟକ୍ରମରେ…

ରୁଷିଆର ୬ ବିମାନ ଖସାଇଲା ୟୁକ୍ରେନ !

କିଭ: ରୁଷିଆ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହୋଇଯାଇଛି । ରୁଷ ୩ ପଟୁ ୟୁକ୍ରେନକୁ ଘେରିବା ସହ ଲୁହାନ୍ସକ, ଖାରକିଭ, ଚେରନୀବ, ସୁମି ଓ ଜୋଟୋମିରରେ ଜୋରଦାର ଆକ୍ରମଣ ଜାରୀ ରଖିଛି । ନ୍ୟୁଜ ଏଜେନ୍ସି ରୟଟର୍ସ ଅନୁସାରେ ୟୁକ୍ରେନ ସେନା ଏହାର କଡା ଜବାବ ଦେବା ଆରମ୍ଭ କରିଛନ୍ତି । ଳୁହାନ୍ସକ ଅଂଚଳରେ…

ଯୁଦ୍ଧର ପ୍ରଭାବ : ଷ୍ଟକ୍ ମାର୍କେଟରେ ୧୮୦୦ ପଏଣ୍ଟରୁ ତଳକୁ ଖସିଲା ସେନ୍ସେକ୍ସ

ମୁମ୍ବାଇ : ଋଷିଆ ୟୁକ୍ରେନ ମଧ୍ୟରେ ଜାରି ରହିଛି ଯୁଦ୍ଧ । ଧିରେ ଧିରେ ପରିସ୍ଥିତି ସାଙ୍ଘାତିକ ରୂପ ନେଉଛି ।ଗୁରୁବାର ଋଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ଫଳରେ ଭାରତୀୟ ଷ୍ଟକ୍ ମାର୍କେଟ ଉପରେ ଗଭୀର ପ୍ରଭାବ ପଡିଛି ।  ବମ୍ବେ ଷ୍ଟକ୍ ଏକ୍ସଚେଞ୍ଚ ଇଣ୍ଡେକ୍ସ ସେନ୍ସେକ୍ସ ଗୁରୁବାର…