ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୩
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଦାରବୀ ପ୍ରତିମାଟିଏ ବୋଲି ବିବେଚନା ନକରି ଆତ୍ମ ସ୍ୱରୂପରେ ପରମାତ୍ମା ଜ୍ଞାନ କରିବା। କାରଣ ଯେଭଳି ସମସ୍ତ ଜୀବଙ୍କର ଜଡ ଶରୀରରେ ପ୍ରାଣ (ଆତ୍ମା )ର…