Latest Odisha News

BREAKING NEWS

Yearly Archives

2022

ଧାରାବାହିକ ଉପନ୍ୟାସ : ଚୋରାବାଲି (୧୭)

ସ୍ୱର୍ଣ୍ଣଲତା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଚୋରାବାଲି’ ଭାଗ : ୧୭ ବୈଭବ ତିନିଦିନ କହି, ସାତ ଦିନ ହେଲା ଫେରି ନାହାଁନ୍ତି । ଏକାଏକା ଲଗୁଛି ତାକୁ । ନିଜ ଆଡୁ ଫୋନ୍ କି, ମେସେଜ୍‌ କରିବାକୁ ସାହସ ହେଉନି । ଫୋନ୍‌ରିଙ୍ଗ୍ ହେଲେ, କି’ ଏସ୍ ଏମ୍ ଏସ୍‌ ବିପ୍ କଲେ, ଧାଇଁ ଆସି ଚେକ୍…

ସ୍ୱଳ୍ପ ଗଳ୍ପ : ଏକ ଆଶୀର୍ବଚନର ଇତିହାସ

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୯  ସାଧାରଣତଃ ଜଣେ ଛିଙ୍କିଲାବେଳେ ଏମିତି ହୋଇଥାଏ । କେହି ଜଣେ ଯଦି ଆମର ଶୁଣିପାରିବା ଭଳି ସ୍ଥାନରେ ରହି ଛିଙ୍କିଥାଏ ,ତାହାହେଲେ ଆମେ ଆମର ପ୍ରତିକ୍ରୀୟା ଦେବା ଭଳି ଯଥାଶିଘ୍ର କହିଥାଉ, ଈଶ୍ୱର ତମର ମଙ୍ଗଳ କରନ୍ତୁ ।…

ସନେଟ : ଶୁଭ୍ର ବିଳାସିନୀ

ଅନୀତା ପାଣି  ନୂଆ ଆଶା ନେଇ ମୁକୁଳିତ ମନେ ପାଖୁଡା ଦେଇଛି ମେଲି, ନବୀନ ସୁଷମା ଭରି ଅଙ୍ଗେ ଅଙ୍ଗେ ପବନରେ ଖେଳ ଦୋଳି। ଅଳସେ ବିଳସେ ଚହଟାଏ ଦିଗ ସରସ ସୁରଭି ବାସେ, ନରମ ନୟନେ ପଥିକ ମାନସ କିଣି ପାର ମଧୁ ହାସେ । ଶୁଭ୍ର ପିଆଲାରେ ମାଦକତା ଭରା ନିଖିଳ ନିରେଖି ଝୁମେ ? ବନ ବିଥିକାର…

ଭାଷା ଭାଗବତ : ସ-ଆଦ୍ୟ ଯୁକ୍ତାକ୍ଷର

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’  ଭାଗ : ୩୪ ସ-ଆଦ୍ୟ କେତେ ଯୁକ୍ତାକ୍ଷର ଶବ୍ବର ପ୍ରଥମ ଅକ୍ଷର ହୁଅଂତି ଭାଷାରେ ଆମର ବିକଳ୍ପ ନାହିଁ ଏ ସବୁର ସ୍କଂଧ ସ୍ଖଳିତ ସ୍ତବ ସ୍ଥିର ସ୍ନାନ ସ୍ଫଟିକ ସ୍ମିତ ସ୍ବର ଦେଖୁଁ ଶବ୍ବର ଆଦ୍ୟାକ୍ଷର ନ ମିଳେ ବିକଳ୍ପ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୯୧ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରମାତ୍ମା ଶ୍ରୀଜଗନ୍ନାଥ ସମସ୍ତ ଜଗତର ଆଧାର। ଅର୍ଥାତ ସମସ୍ତ ଜଗତରେ ପୁରି ରହିଥିବା ଆତ୍ମ ସତ୍ତାର ମୂଳ ଉତ୍ସ। ସେଥିପାଇଁ ଆତ୍ମା ନିର୍ଲିପ୍ତ, ନିତ୍ୟ, ସ୍ଥିର, ଅପରିବର୍ତନୀୟ ଓ ଅବିନାଶୀ।…

୧୨ରୁ ୧୮ ବର୍ଷ ପିଲାଙ୍କ ପାଇଁ କର୍ବେଭ୍ୟାକ୍ସ ଦେବାକୁ ଅନୁମତି

ନୂଆଦିଲ୍ଲୀ: କରୋନାକୁ ନେଇ ଖୁସୀ ଖବର । ଏଣିକି ଆଉ ଚିନ୍ତା କରିବାକୁ ପଡ଼ିବନି ଛୋଟ ପିଲାଙ୍କ ପାଇଁ । ୧୨ରୁ ୧୮ ବର୍ଷ ପିଲାଙ୍କ ପାଇଁ କର୍ବେଭ୍ୟାକ୍ସ ଦେବାକୁ ଅନୁମତି ଦେଇଛନ୍ତି ଭାରତୀୟ ଓଷଧ ମହାନିୟନ୍ତ୍ରକ (ଡିସିଜିଆଇ) । ଭାରତରେ ୧୫ରୁ ୧୮ ବର୍ଷ ବୟସର କିଶୋରମାନଙ୍କ ପାଇଁ ବାୟୋଟେକ…

ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ: ବିନା ଦର୍ଶକରେ ଖେଳାଯିବ ପ୍ରଥମ ମ୍ୟାଚ

ଲକ୍ଷ୍ନୌ: ଭାରତ-ଶ୍ରୀଲଙ୍କା ଟି୨୦ କ୍ରିକେଟ ସିରିଜ ଫେବୃୟାରୀ ୨୪ରୁ ଆରମ୍ଭ ହେବ । ପ୍ରଥମ ମ୍ୟାଚ ବିନା ଦର୍ଶକରେ ଖେଳାଯିବ । ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ବିନା ଦର୍ଶକରେ ଏହି ମ୍ୟାଚ ଖେଳାଯିବ । କରୋନା ଭାଇରସ ବିପଦକୁ ଦେଖି ଏହି ନିଷ୍ପତି ନିଆଯାଇଛି । ଏହା ପରେ ଧର୍ମଶାଳାରେ…

ଟିଟିଲାଗଡ଼ରେ ସର୍ବୋଚ୍ଚ ତାତି, ୨୪ ଓ ୨୫ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଧୀରେ ଧୀରେ ଶୀତର ପ୍ରକୋପ କମୁଛି । ସେପଟେ ତାତି ବଢୁଛି । ଆଜି ପଶ୍ଚିମ ଓଡ଼ିଶା ସୋନପୁରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ସୋନପୁରରେ ୩୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଟିଟିଲାଗଡ଼ରେ ତାପମାତ୍ରା ୩୩.୪ ଡିଗ୍ରୀ, ଭୁବନେଶ୍ୱରରେ…

ସମସ୍ତ ଫର୍ମାଟ୍ କ୍ରିକେଟରୁ ସନ୍ୟାସ ନେଲେ ଭାରତୀୟ ମହିଳା କ୍ରିକେଟର୍ ଭି.ଆର୍ ଭନିତା

ଭୁବନେଶ୍ୱର: କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଲେ ଭାରତୀୟ ମହିଳା ଦଳର ଓପନର୍ ଭେଲ୍ଲାସ୍ୱାମୀ ରାମୁ ଭନିତା । ୨୦୧୪, ଜାନୁଆରୀ ମାସରେ ଶ୍ରୀଲଙ୍କା ବିରୋଧରେ ବିଶାଖପାଟଣାରେ ଭନିତା ଉଭୟ ଦିନିକିଆ ଓ ଟି-୨୦ ମ୍ୟାଚରେ ଡେବ୍ୟୁ କରିଥିଲେ । ସେବେଠାରୁ ସେ ୬ଟି ଦିନିକିଆ ମ୍ୟାଚ୍…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…