Latest Odisha News

BREAKING NEWS

Yearly Archives

2022

ବିଶ୍ୱର ଏକ ନମ୍ବର ଖେଳାଳିଙ୍କୁ ମାତ ଦେଲେ ୧୬ ବର୍ଷୀୟ ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରାଗନନନ୍ଦ

ନୂଆଦିଲ୍ଲୀ: ଭାରତର ୧୬ ବର୍ଷୀୟ ଗ୍ରାଣ୍ଡମାଷ୍ଟର ଆର.ପ୍ରାଗନନନ୍ଦ ଅନଲାଇନରେ ଖେଳାଯାଇଥିବା ର‌୍ୟାପିଡ ଚେସ ଟୁର୍ଣ୍ଣାମେଂଟରେ ବଡ ଉପଲବ୍ଧି ହାସଲ କରିଛନ୍ତି । ସେ ବିଶ୍ୱର ଏକ ନମ୍ବର ଖେଳାଳି ମ୍ୟାଗନସ କାର୍ଲସେନଙ୍କୁ ପରାସ୍ତ କରିଛନ୍ତି । ୩୯ତମ ମୁଭ ପରେ କାର୍ଲସେନଙ୍କ ପାଖରେ ଆଉ କିଛି ଚାଲ ନ…

ଅଭିଜ୍ଞ ବ୍ୟକ୍ତିମାନଙ୍କର ଜୀବନ ଗାଥା ପର ପୀଢ଼ି ପାଇଁ ପ୍ରେରଣାଦାୟୀ ହେବ

ଭୁବନେଶ୍ବର : ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍ ଇନ୍ ବୁକ୍ସ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଉଦ୍ୟୋଗ ବିକାଶ ମଞ୍ଚର ଅଧ୍ୟକ୍ଷ ତଥା ପୂର୍ବତନ ଏମ୍ଏସ୍ଏମ୍ଇ ସଚିବ ପଞ୍ଚାନନ ଦାଶଙ୍କ ଜୀବନସ୍ମୃତି ପୁସ୍ତକ "ଜୀବନ ଯେମିତି" ଉନ୍ମୋଚିତ ହୋଇଯାଇଛି। ଶୁଭ୍ରାଂଶୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଏବଂ ଅପାରଗଙ୍ଗ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି ଯୋଗାଯୋଗ ଶ୍ରୀ ତ୍ରିନାଥ…

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଗଣତନ୍ତ୍ର ପାଇଁ ଅଶୁଭ : ଗଣେଶ୍ୱର ବେହେରା

ଭୁବନେଶ୍ୱର : ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାତ୍ମାକ ଆକ୍ରମଣ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଓଡିଶା ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା ।ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଯାଜପୁର ବିଞ୍ଝାରପୁର ବ୍ଲକରେ ୨ ନମ୍ବର ଓ ୪ ନମ୍ବର ବୁଥରେ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ। ଆଜିଠାରୁ ପରବର୍ତ୍ତୀ ଏସଓପି ଆସିବା ପର୍ଯ୍ୟନ୍ତ ଜଗା ଦର୍ଶନ ପାଇଁ ଉଭୟ କୋଭିଡ୍ ଆରଟିପିସିଆର୍ ନେଗେଟିଭ୍ ରିପୋର୍ଟ ଦେଖାଇବାକୁ ପଡିବ ନାହିଁ ।  ଦୁଇଟି ଡୋଜ୍ ନେଇଥିବା ଟିକାର ପ୍ରମାଣପତ୍ର ଆଉ…

ଏସଟିଏଫ୍ ପଞ୍ଝାରେ ଧଳାଜହର ବେପାରୀ , ୧ କେଜି ୨୨୭ ଗ୍ରାମ୍‌ ବ୍ରାଉନସୁଗର ଜବତ

ଭୁବନେଶ୍ୱର : ଏସଟିଏଫ୍ ପଞ୍ଝାରେ ବ୍ରାଉନସୁଗର ବେପାରୀ । ଜାତୀୟ ରାଜପଥ-୧୬ ପାହାଳ କ୍ରସିଂ ନିକଟରୁ ଜଣେ ମାଫିଆ ଶିବ ପ୍ରସାଦ ଦାସଙ୍କୁ ଗିରଫ କରିଛି ଏସଟିଏଫ୍ । ଅଭିଯୁକ୍ତ ଠାରୁ ୧ କେଜି ୨୨୭ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି । ଜବତ ହୋଇଥିବା ବ୍ରାଉନସୁଗର ଆନୁମାନିକ ମୂଲ୍ୟ ୧ କୋଟି ୨୦ ଲକ୍ଷ…

ତୃତୀୟ ପର୍ଯ୍ୟାୟରେ ୭୮.୬% ମତଦାନ, ସୁବର୍ଣ୍ଣପୁରରେ ଅଧିକ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନରେ ରାଜ୍ୟରେ ଉତ୍ସାହଜନକ ରହିଛି ମତଦାନ । ତୃତୀୟ ପର୍ଯ୍ୟାୟରେ ମୋଟ୍ ୭୮.୬ ପ୍ରତିଶତ ମତଦାନ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୮୭.୪୪ ପ୍ରତିଶତ ଭୋଟିଂ ହୋଇଛି । ଗଞ୍ଜାମ ଜିଲ୍ଲାରେ ମତଦାନ ହାର ରହିଛି ସବୁଠୁ କମ୍ ୬୬.୭୫ ପ୍ରତିଶତ । ଅନୁଗୋଳ,…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୬ ମହିଳାଙ୍କ ସମେତ ୧୧ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର: ତୃତୀୟ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ଯାଜପୁର ଜିଲ୍ଲା ବିଞ୍ଝାରପୁର ବାଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବଢୁଛି ଗିରଫଦାରୀ । ଏଯାଏ ୧୧ ଜଣଙ୍କୁ ଗିରଫ କଲାଣି ଯାଜପୁର ପୋଲିସ । ଗିରଫ ଅଭିଯୁକ୍ତଙ୍କ ଭିତରେ ୫ ଜଣ ପୁରୁଷ ଓ ୬ ଜଣ ମହିଳା ଅଛନ୍ତି । ଆଉ କିଛି ଲୋକଙ୍କୁ ଅଟକ…

ଆଜି ରାଜ୍ୟରୁ ୩୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ହ୍ରାସ ପାଉଛି । ଆଜି ଚାରି ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୮ ସଂକ୍ରମିତ । କ୍ୱାରେଣ୍ଟିନରୁ ୨୨୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୬୨ । ୧୮ ବର୍ଷ ଭିତରେ ଆଉ ୮୬…

ଗୋଖାଦ୍ୟ ଦୁର୍ନୀତି: ଆଜି ଲାଲୁଙ୍କ ବିରୋଧରେ ଦଣ୍ଡ ଶୁଣାଣି

ରାଞ୍ଚି: ବହୁଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବିରୋଧରେ ଆଜି ଦଣ୍ଡ ଶୁଣାଣି । ଦିନ ୧୨ଟାରେ ତାଙ୍କ ସହ ଅନ୍ୟ ୩୭ ଜଣଙ୍କ ବିରୋଧରେ ସଜା ଶୁଣାଇବେ ରାଞ୍ଚିର ସିବିଆଇ କୋର୍ଟ । ସେମାନଙ୍କ ବିରୋଧରେ କି ଦଣ୍ଡ ଶୁଣାଇବେ କୋର୍ଟ ତାଉପରେ ସମସ୍ତଙ୍କର…