Latest Odisha News

BREAKING NEWS

Yearly Archives

2022

ବୋରିଗୁମ୍ମାରେ ନିର୍ବାଚନୀ ହିଂସା , ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ବିଜେପି କର୍ମୀଙ୍କ ମରଣାତ୍ମକ ଆକ୍ରମଣ ଅଭିଯୋଗ

କୋରାପୁଟ  : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି…

କଂଗ୍ରେସକୁ ଝଟକା, ଡେଲାଙ୍ଗ ୧୫ ନମ୍ବର ଜୋନ୍ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡିରେ ମିଶିଲେ

ପିପିଲି : ପଞ୍ଚାୟତ ନିର୍ବାଚନ ଚାଲିଥିବା ସମୟରେ କଂଗ୍ରେସକୁ ବଡ ଝଟକା । ପିପିଲି ନିର୍ବାଚନ ମଣ୍ଡଳୀ ଅଧିନ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁକାନ୍ତି ସାହୁ ବିଜେଡିରେ ସାମିଲ ହୋଇଛନ୍ତି । କଂଗ୍ରେସ ତାଙ୍କୁ ଅସମ୍ମାନ କରିଥିବାରୁ ସେ ବିଜେଡିରେ ଯୋଗଦାନ…

ଭୋଟ୍ ଦେଲେ ହେଭିୱେଟ୍ ମନ୍ତ୍ରୀ

ଭୁବନେଶ୍ୱର: ଭୋଟ୍ ଦେଲେ ମନ୍ତ୍ରୀ । ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟରେ ଭୋଟ୍ ଦେଇଛନ୍ତି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ମହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଳେଶ୍ୱରପୁର ପଞ୍ଚାୟତର ୧୧ ନମ୍ବର ବୁଥରେ ନିଜ ପରିବାର ସହ ଭୋଟ୍ ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ ଆଜି ୨୦୦ ଜିଲ୍ଲା…

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ମତଦାନ ବନ୍ଦ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ଅକାଳ ବିୟୋଗ । ଫଳରେ ନିର୍ବାଚନ ବାତିଲ ହୋଇଛି । କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରା (୩୨)ଙ୍କର ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି । ଏଜେଣ୍ଟ ଓ ସମର୍ଥକଙ୍କ ସହ ରାତି ସାଢ଼େ ୧୦ଟାରେ ଆଲୋଚନା…

କୁବେର ପୋଲିସ ବାବୁଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ କାବା: ୨୨ ଘଣ୍ଟା ରେଡ୍, ୨୨କୋଟିରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର: ଖୋଲୁଛି କୁବେର ପୋଲିସ ବାବୁ ତ୍ରିନାଥ ମିଶ୍ରଙ୍କ କଳାଧନର ଗୁମର । ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ସମ୍ପତ୍ତି ତାଲିକା ଦେଖି କାବା ହୋଇଛନ୍ତି ଭିଜିଲାନ୍ସ ଅଧିକାରୀ । ଅମାପ ସମ୍ପତ୍ତି । ୨୨ ଘଣ୍ଟାର ମାରାଥନ୍ ରେଡ୍ ପରେ ପାଖାପାଖି ୨୨ କୋଟିରୁ ଅଧିକ ଟଙ୍କା ସ୍ଥାବର ଓ…

ଆଜି ରାଜ୍ୟରୁ ୮୫୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୫୨ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୪୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୫୭ । ୧୮ ବର୍ଷ ଭିତରେ ଆଉ ୧୮୧ ଜଣ ସଂକ୍ରମିତ ହୋଇଛନ୍ତି ।…

ପଞ୍ଚାୟତ ନିର୍ବାଚନ: ମହିଳା ଭୋଟରଙ୍କ ଭିତରେ ଜବରଦସ୍ତ ଉତ୍ସାହ

ଭୁବନେଶ୍ୱର: ନିର୍ବାଚନରେ ମହିଳା । ପ୍ରାର୍ଥୀ ହୁଅନ୍ତୁ କି ଭୋଟର । ନିର୍ବାଚନରେ ସେମାନଙ୍କର ସଂଖ୍ୟା ବଢୁଛି । ଚଳିତ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ପଦବୀରେ ମହିଳା ପ୍ରତିଦ୍ୱନ୍ଦିତା କରୁଛନ୍ତି । ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ବେଳେ ବି ମହିଳା ଭୋଟରଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି ।…

ଗତକାଲି ଅପେକ୍ଷା ଆଜି ଦେଶରେ ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବରେ କମିବା ପରେ ଆଜି ବଢିଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୦ହଜାର ୬୧୫ ଆକ୍ରାନ୍ତ । ଗତକାଲି ଅପେକ୍ଷା ୧୧ ପ୍ରତିଶତ ଅଧିକ ବଢ଼ିଛି । ଦେଶରେ ପଜିଟିଭ୍ ହାର ରହିଛି ୨.୪୫ ପ୍ରତିଶତ । ପାଞ୍ଚଟି ରାଜ୍ୟ କେରଳ, ମହାରାଷ୍ଟ୍ର,…

ଫୋକସରେ ମାଓ ଇଲାକାରେ ମତଦାନ, ସୁରକ୍ଷା ଦାୟିତ୍ୱରେ ୨୩୫ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ସୁରକ୍ଷିତ ଓ ଶୃଙ୍ଖଳିତ ମତଦାନ ଉପରେ ଫୋକସ୍ କରାଯାଉଛି । ରାଜ୍ୟର ମାଓ ଅଧ୍ୟୁଷିତ ଅଞ୍ଚଳରେ ବି ଆରମ୍ଭ ହୋଇଛି ମତଦାନ । ସେସବୁ ସ୍ଥାନରେ ସମ୍ବେଦନଶୀଳ ବୁଥ୍ ଉପରେ ପୋଲିସର…