Latest Odisha News

BREAKING NEWS

Yearly Archives

2022

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନିର୍ବାଚନୀ ହିଂସାକାଣ୍ଡ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବାରମ୍ବାର ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରି ହିଂସାକାଣ୍ଡ ଭିଆଉଛି । ପଞ୍ଚାୟତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀମାନେ ସୁରକ୍ଷିତ ନୁହନ୍ତି…

ଅନୁଗୁଳରେ ହୃଦଘାତରେ ପ୍ରିଜାଇଡିଂ ଅଫିସରଙ୍କ ପରଲୋକ

ଅନୁଗୁଳ : ପ୍ରିଜାଇଡିଂ ଅଫିସରଙ୍କ ପରଲୋକ । ବୁଧବାର ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତାପୂର୍ବରୁ ହୃଦଘାତରେ ପ୍ରଜାଇଡିଂ ଅଫିସରଙ୍କ ପରଲୋକ ହୋଇଛି । କିଶୋରନଗର ବ୍ଲକ ରଜ।ମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ନାୟକଙ୍କ ହୃଦଘାତରେ ପରଲୋକ ହୋଇଛି ।…

ଆଜିଠୁ ଆରମ୍ଭ ବିଶ୍ବ ପ୍ରସିଦ୍ଧ ମାଘ ମେଳା

ଢ଼େଙ୍କାନାଳ: ଆଜିଠୁ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମାଘ ମେଳା ତଥା ଯୋରନ୍ଦା ଯାତ୍ରା । ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମହିମା ମାଘ ମେଳା । ଦେଶର କୋଣ ଅନୁକୋଣରୁ ମହିମା ସାଧୁମାନଙ୍କ ସମାଗମ ହୋଇଛି । କୋଭିଡ୍ କଟକଣା ଲାଗୁ…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

 ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ…

[ଦେଖନ୍ତୁ ଭିଡିଓ] ପୁରୀରୁ ବ୍ରାଉନସୁଗର ଜବତ: ମାଫିଆ ଫିରୋଜ ଖାନ ସହ ୪ ଗିରଫ

ପୁରୀ: ଗିରଫ ହେଲେ ବ୍ରାଉନସୁଗର ମାଫିଆ । ମାଫିଆ ଫିରୋଜ ଖାନ ସହ ୪ ଜଣକୁ ଗିରଫ କରିଛି ପୁରୀ ପୋଲିସ । ପୁରୀରୁ ଆଜି ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି । ପୁରୀ ସହରର ବାସେଳି ଥାନାର ମାଟିତୋଟାରେ ଏସଟିଫ ଓ ପୁଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା । ଘଟଣାସ୍ଥଳରୁ ୩୫୬.୬୬…

ମୈତ୍ରେୟୀ ଲେଖିକା ସଙ୍ଗଠନର ବ୍ୟଙ୍ଗ ସାହିତ୍ୟ ସାହିତ୍ୟ ଆସର ଆୟୋଜିତ

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନର ଚଳିତ ବର୍ଷର ଦ୍ବିତୀୟ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟଙ୍ଗ ସାହିତ୍ୟିକା ବିଶ୍ବାସିନୀ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ୟଙ୍ଗ ରଚନା ସମୟରେ ଲେଖାର ଭାବଗତ, ଶବ୍ଦଗତ ତଥା…

ବିଧାନ ପରିଷଦ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର : ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଚିଠି । ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚିଠିରେ ବାଚସ୍ପତି ବିଧାନ ପରିଷଦ ପ୍ରସଙ୍ଗରେ ପର୍ଯ୍ୟାୟକ୍ରମେ ସମସ୍ତ ବିଷୟ ଉଲ୍ଲେଖ କରିଛନ୍ତି । ପ୍ରଥମ ଚିଠିରେ…

ସ୍ୱଳ୍ପ ଗଳ୍ପ : ଘୋଡ଼ାନାଲ କଥା

ଜ୍ୟୋତି ନନ୍ଦଙ୍କ ନିୟମିତ ସ୍ତମ୍ଭ ‘ସ୍ୱଳ୍ପ ଗଳ୍ପ’ ଭାଗ : ୮ ଘୋଡ଼ା ପୃଥିବୀରେ ନିଜର ଉପସ୍ଥିତି ସାବ୍ୟସ୍ତ କରିବା ଦିନଠାରୁ ଆଜିଯାଏଁ ସେ ତାହାର ଗତି ଏବଂ ତାହାର ବିକ୍ରମ ,ଏହି ଉଭୟ କାରଣରୁ ଆମର ଅତ୍ୟନ୍ତ ସମ୍ମାନର ପ୍ରାଣୀ ବିଶେଷ ଆଉ ଖାସ ଏଇଥି ପାଇଁ ଆରମ୍ଭରୁ ଘୋଡ଼ାନାଲ ପୃଥିବୀର ସର୍ବତ୍ର…

ଲଟେରୀ ଅଫର୍ ମାଧ୍ୟମରେ ଭୋଟରଙ୍କ ମନ ମୋହୁଛନ୍ତି ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକ

କଳାହାଣ୍ଡି : ଭୋଟ ପାଇଁ ଭୋଟରଙ୍କୁ ଲଟେରୀ ଲୋଭ ଦେଖାଇଲେ ପ୍ରାର୍ଥୀ । ନିର୍ବାଚନୀ ମଇଦାନରେ ପ୍ରାର୍ଥୀମାନେ ନିଜ ନିଜ ଶୈଳିରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଲାଗିପଡିଛନ୍ତି । ହେଲେ ଏବେ ଚର୍ଚ୍ଚାରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କୁହୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନୀ…

ଗୋଖାଦ୍ୟ ଦୁର୍ନୀତିରେ ପୁଣି ଲାଲୁ ଦୋଷୀ ସାବ୍ୟସ୍ତ, ଜାଣନ୍ତୁ ପୂରା ମାମଲା

ରାଞ୍ଚି: ବହୁଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ପୁଣି ଝଟକା ଲାଗିଛି । ଗୋଖାଦ୍ୟ ଦୁର୍ନୀତିର ଆଉ ଏକ ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଲାଲୁଙ୍କ ସମେତ ଏହି ମାମଲାରେ ୭୫ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ରାଞ୍ଚର ସିବିଆଇ କୋର୍ଟ ।…