ଗୋଟିଏ ଜିଲ୍ଲାକୁ ଛାଡି ଅନ୍ୟ ସବୁ ଜିଲ୍ଲାରେ ଟେଷ୍ଟ ପଜିଟିଭ୍ ରେଟ୍ ୫% ତଳେ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ଵର : ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ରାଜ୍ୟରେ ସଂକ୍ରମଣ ଏବେ ତଳମୁହାଁ ରହିଛ ।ଯାହାକି ରାଜ୍ୟ ବାସୀଙ୍କ ପାଇଁ ଖୁସି ଖବର ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି । ଗୋଟିଏ ଜିଲ୍ଲାକୁ ଛାଡି ଆଉ ସବୁ ଜିଲ୍ଲାରେ ଟେଷ୍ଟ…