ନବରଙ୍ଗପୁର ଡାବୁ ଗାଁରେ କାର୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ସରାଗୁଡ଼ା ନିକଟରେ କାର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ହୋଇଛି । ଭାରସାମ୍ୟ ହରାଇ କାରଟି ଗଛକୁ ପିଟିଥିଲା । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା ଓ ଦୁଇ ଗୁରୁତରଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଥିଲା ।
ସେମାନଙ୍କ…