Latest Odisha News

BREAKING NEWS

Yearly Archives

2022

ଆଇପିଏଲ୍ ପାଇଁ ପିଏସ୍‌ଏଲ୍ ଛାଡିଲେ ଆଣ୍ଡି ଫ୍ଲାୱାର୍ !

ନୂଆଦିଲ୍ଲୀ: ଜାରି ରହିଛି ପାକିସ୍ତାନ ପ୍ରିମିଅର୍ ଲିଗ୍ (ପିଏସ୍‌ଏଲ୍‌) । ପିଏସଏଲ୍ ଦଳ ମୁଲତାନ୍ ସୁଲତାନ୍ସ ଦଳକୁ ଝଟ୍‌କା ଦେଲେ କୋଚ୍ ଆଣ୍ଡି ଫ୍ଲାୱାର୍ । ଚଳିତବର୍ଷ ହେବାକୁ ଆଇପିଏଲ୍ ପାଇଁ ସେ ପିଏସ୍‌ଏଲ୍ ଛାଡିଥିବା ସୂଚନା ରହିଛି । ଚଳିତବର୍ଷ ଆଇପିଏଲରେ ଲକ୍ଷ୍ନୌ ସୁପର୍ ଜାଏଣ୍ଟସ୍ ଦଳ…

ଏଣିକି ଶତ ପ୍ରତିଶତରେ ଚାଲିବ ଓଡ଼ିଶା ହାଇକୋର୍ଟ

କଟକ : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସଂକ୍ରମଣ କମୁଥିବାରୁ ଏବେ କଟକଣା ବି କିଛିଟା କୋହଳ ହେଲାଣି । ଦୈନିକ ସଂକ୍ରମଣ ଧୀରେ ଧୀରେ ତଳମୁହାଁ ହେଉଥିବା ବେଳେ, ଏବେ ହାଇକୋର୍ଟ ନେଇଛନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି । ପଜିଟିଭିକୁ ଦୃଷ୍ଟିରେ ରଖି ଏଣିକି…

ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ”ଗଙ୍ଗୁବାଇ କାଠିଆୱାଡି”ର ଟ୍ରେଲର ରିଲିଜ୍

ମୁମ୍ବାଇ : ଆଲିଆ ଭଟ୍ଟଙ୍କ ଅଭିନୀତ ଚଳଚ୍ଚିତ୍ର 'ଗଙ୍ଗୁବାଇ କାଠିଆୱାଡି'ର ଟ୍ରେଲର ଶୁକ୍ରବାର ରିଲିଜ ହୋଇଛି । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ସଞ୍ଜୟ ଲୀଲା ଭନସାଲୀ ଦେଇଛନ୍ତି ।ମୁଭିରେ ଆଲିଆ ଭଟ୍ଟ , ଅଜୟ ଦେଭଗନ୍ ଓ ବିଜୟ ରାଜ ଲିଡ ରୋଲରେ ନଜର ଆସିବେ । ୨୫ ଫେବ୍ରୃଆରୀରେ ଫିଲ୍ମଟି ରିଲଜ…

ଆସନ୍ତା ୭ରୁ ଖୋଲିବ ଭୁବନେଶ୍ବର ଏମସ ଓପିଡି

ଭୁବନେଶ୍ବର : ଆସନ୍ତା ୭ ତାରିଖରୁ ଖୋଲିବ ଭୁବନେଶ୍ବର ଏମସ ଓପିଡି । ମହାମାରୀ କରୋନା ସଂକ୍ରମଣ କାରଣରୁ ଗତ ଜାନୁଆରୀ ୧୭ ତାରିଖରୁ ବନ୍ଦ ଥିଲା ଭୁବନେଶ୍ବର ଏମ୍‌ସର ଓପିଡି ସେବା । ଏବେ ସଂକ୍ରମଣ ହ୍ରାସ ପାଇଥିବାରୁ ଓପିଡିକୁ ଆସନ୍ତା ୭ ତାରିଖରୁ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ଭୁବନେଶ୍ବର…

ବଡ଼ଭାଇକୁ ହାଣିଲା ସାନଭାଇ: ହତ୍ୟାପରେ ଫେସବୁକରେ ପୋଷ୍ଟ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ନିଜ ଭାଇକୁ ହାଣି ହତ୍ୟା କରିଛି ଆଉ ଜଣେ ଭାଇ।ଖାଲି ସେତିକି ନୁହେଁ ହତ୍ୟା କରିବା ପରେ ପରେ ସମସ୍ତେ ଖୁସି ଅଛନ୍ତି କି ନାହିଁ ବୋଲି ଫେସବୁକରେ ପୋଷ୍ଟ ମଧ୍ୟ କରିଛି ଅଭିଯୁକ୍ତ। ଏହି ଘଟଣା ଘଟିଛି ଭୁବନେଶ୍ୱର ଏୟାରଫିଲ୍ଡ ଥାନା ବୋତଣ୍ଡା ଅଞ୍ଚଳରେ ।…

ସଚିନଙ୍କ ରେକର୍ଡ ଭାଙ୍ଗିବା ପାଇଁ କୋହଲିଙ୍କୁ ଦରକାର ୬ରନ

ଅହମ୍ମଦାବାଦ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଆଉ ୬ରନ ସଂଗ୍ରହ କଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ । ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ କୋହଲି ଭାରତୀୟ ମାଟିରେ କମ ମ୍ୟାଚରେ ୫୦୦୦ ରନ ହାସଲ କରିବା ଗୌରବ ଅର୍ଜନ କରିବେ ।…

ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି, ଧରାଇଦେଲା ସ୍ତ୍ରୀର ଆଧାର କାର୍ଡ

ଭୁବନେଶ୍ୱର: ପ୍ରେମିକା ସହ ହୋଟେଲରେ ମଉଜ ମସ୍ତି କରିବା ଜଣେ ୪୧ ବର୍ଷୀୟ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ବ୍ୟକ୍ତି ଜଣକ ହୋଟଲରେ ରହିବା ପାଇଁ ବ୍ୟବହାର କରିଥିଲେ ନିଜ ସ୍ତ୍ରୀର ଆଧାର କାର୍ଡ । ବାସ୍ ଏହି ଭୁଲ୍ ପାଇଁ ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ହାତରେ ଧରାପଡିଥିଲେ । ମହାରାଷ୍ଟ୍ର ପୁଣେରେ…

ମିଷ୍ଟର ମମିରେ ଏକତ୍ର ଅଭିନୟ କରିବେ ରିତେଶ, ଜେନେଲିୟା

ମୁମ୍ବାଇ: ବଲିଉଡର ଲୋକପ୍ରିୟ ଦମ୍ପତି ଭାବେ ପରିଗଣିତ ରିତେଶ ଦେଶମୁଖ ଓ ଜେନେଲିୟା ଦେଶମୁଖ ପୁନର୍ବାର ରିଲ ଲାଇଫରେ ଏକତ୍ର ଅଭିନୟ କରିବେ । ଭୂଷଣ କୁମାରଙ୍କ କମେଡି ଫିଲ୍ମ ମିଷ୍ଟର ମମିର ନିର୍ଦ୍ଦେଶନା ଦାୟିତ୍ୱ ଶାଦ ଅଲୀଙ୍କୁ ଦିଆଯାଇଛି । ଗୁଲଶନ କୁମାର ଓ ଟିସିରିଜ ପକ୍ଷରୁ ପ୍ରସ୍ତୁତ…

[ଭିଡିଓ] ସ୍କୁଲ ଗ୍ରୀଲ୍‌ରେ ଫସିଗଲା ଯୁବକଙ୍କ ଗଳା, ଆଉ ତା ପରେ…

ଭୁବନେଶ୍ୱର: ସ୍କୁଲ କ୍ୟାମ୍ପସରେ ରେକି କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି । ସ୍ଲାଇଡିଂ ଗ୍ରୀଲରେ ମୁଣ୍ଡ ଗଳାଇ ସ୍କୁଲର କାର୍ଯ୍ୟକଳାପ ଦେଖିବାକୁ ଯୁବକ ଜଣକ ଚେଷ୍ଟା କରିଥିଲେ । ହେଲେ ଭିତରେ କ’ଣ ଚାଲିଛି ଦେଖିବା ପୂର୍ବରୁ ଗ୍ରୀଲରେ ଫସିଯାଇଥିଲା ଗଳା । ଗତକାଲି ମଧ୍ୟପ୍ରଦେଶ…

ନାଇଜେରିଆରେ ତୈଳବାହୀ ଜାହଜରେ ନିଆଁ, ସମୁଦ୍ରରେ ମିଶୁଛି ବ୍ୟାରେଲ ବ୍ୟାରେଲ ତୈଳ

ଆବୁଜା: ନାଇଜେରିଆରେ ଟ୍ରିନିଟି ସ୍ପିରିଟ ନାମକ ଏକ ଜାହଜ ସମୁଦ୍ର ମଧ୍ୟରେ ନିଆଁ ଲାଗି ବିସ୍ଫୋରଣ ହେବା ଫଳରେ ବଡ ଧରଣର ପରିବେଶୀୟ ସଙ୍କଟ ସୃଷ୍ଟି ହୋଇଛି । ବିସ୍ଫୋରଣ ଯୋଗୁ ବ୍ୟାରେଲ ବ୍ୟାରେଲ ତେଲ ସମୁଦ୍ରରେ ମିଶୁଛି । ଏକ୍ସପ୍ଲୋରେସନ ଆଣ୍ଡ ପ୍ରଡକ୍ସନ କମ୍ପାନୀର ଜାହଜରେ ହଠାତ ନିଆଁ ଲାଗି…