କମେଣ୍ଟ୍ରି କରୁଥିବା ବେଳେ ଅସୁସ୍ଥ ହୋଇପଡିଲେ ରିକି ପଣ୍ଟିଂ, ହସ୍ପିଟାଲରେ ଭର୍ତ୍ତି
ପର୍ଥ: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଶୁକ୍ରବାର ହୃଦଘାତରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରିପୋର୍ଟ ଅନୁସାରେ, ଅଷ୍ଟ୍ରେଲିଆ ଓ ଓ୍ୱେଷ୍ଟଇଣ୍ଡିଜ୍ ମଧ୍ୟରେ ପର୍ଥରେ ଟେଷ୍ଟ ମ୍ୟାଚ ଚାଲିଥିଲା । ଏହି ପ୍ରଥମ ଟେଷ୍ଟର ତୃତୀୟ ଦିନରେ ସେ କମେଣ୍ଟ୍ରି କରୁଥିବା…