[ଭିଡିଓ] ସାମ୍ବାଦିକତାରୁ ରାଜନୀତି : ଘର ଘର ବୁଲି ପ୍ରଚାର କରୁଛନ୍ତି ସୁଶାନ୍ତ
ନବରଙ୍ଗପୁର : ପଞ୍ଚାୟତ ନିର୍ବାଚନ ନେଇ ରାଜନୀତି ସରଗରମର । ଚାରିଆଡେ ଜମୁଛି ପ୍ରଚାର। ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି ସାମ୍ବାଦିକ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ସଦର ପଞ୍ଚାୟତର ସମିତ ସଭ୍ୟ ଭାବେ ନିର୍ବାଚନ ଲଢୁଛନ୍ତି ସୁଶାନ୍ତ କୁମାର ବେହେରା ।ସାମ୍ବାଦିକ ଥିଲେ । ଗାଁ ଗହଳିର…