ରାଉରକେଲା ଇସ୍ପାତ କାରଖାନାରେ ଦୁର୍ଘଟଣା: ଶ୍ରମିକଙ୍କ ମୃତ୍ୟୁ, ଜଣେ ଗୁରୁତର
ରାଉରକେଲା: ରାଉରକେଲା ଇସ୍ପାତ କାରଖାନା ( ଆରଏସପି) କ୍ୟାପଟିଭ ପାୱାର ପ୍ଲାଣ୍ଟରେ ଦୁର୍ଘଟଣା ଘଟି ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ପ୍ଲାଣ୍ଟରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ସେକ୍ଟର -୫ ଗୋଲଘର ସୁବାସପାଲିର ଅମର କୁମାର ପଣ୍ଡା । ଗୁରୁତର ହେଲେ ସୁଶୀଲ କୁମାର…