Latest Odisha News

BREAKING NEWS

Yearly Archives

2022

ତ୍ରିକୋଣୀୟ ପ୍ରେମରୁ ଛୁରାମାମଡ଼ !

ଭୁବନେଶ୍ୱର: ଅଶାନ୍ତ ହେବାରେ ଲାଗିଛି ରାଜଧାନୀ । ସିରିଜ ଲୁଟ୍ ପରେ ପୁଣି ରାଜଧାନୀରେ ଛୁରା ମାଡ଼ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ଆଜି ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି । ଛୁରାମାଡ଼ ହୋଇଥିବା ଯୁବକଙ୍କୁ…

ମୁଖ୍ୟ ଅର୍ଥନୀତିକ ପରାମର୍ଶଦାତା ଭାବେ ନିଯୁକ୍ତ ହେଲେ ଭେଙ୍କଟରମନ ଅନନ୍ତ ନାଗେଶ୍ୱରନ

ନୂଆଦିଲ୍ଲୀ: ଡ.ଭେଙ୍କଟରମନ ଅନନ୍ତ ନାଗେଶ୍ୱରନଙ୍କୁ ଦେଶର ନୂତନ ମୁଖ୍ୟ ଅର୍ଥନୀତିକ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି । ଡିସେମ୍ବରରେ କେଭି ସୁବ୍ରମଣ୍ୟମ ଏହି ପଦ ଛାଡିଥିଲେ । ତାଙ୍କ ସ୍ଥାନରେ ଭେଙ୍କଟରମନ ଏହି ଦାୟିତ୍ୱ ତୁଲାଇବେ । କରୋନା ମହାମାରୀ ପରେ ଦେଶର ଅର୍ଥନୀତି ସମ୍ଭାଳିବା…

ସ୍ପଟ ଫିକ୍ସିଂ ମାମଲାରେ ବାସନ୍ଦ ହେଲେ ବ୍ରେଣ୍ଡନ ଟେଲର

ଦୁବାଇ: ସ୍ପଟ ଫିକ୍ସିଂ ମାମଲାରେ ଜିମ୍ବାୱେର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ଟେଲରଙ୍କୁ ଆଇସିସି ବାସନ୍ଦ କରିଛି । ଟେଲର ସାଢ଼େ ତିନି ବର୍ଷ କୌଣସି ଟୁର୍ଣ୍ଣାମେଂଟରେ ଭାଗ ନେଇପାରିବେ ନାହିଁ । ପୂର୍ବରୁ ଟେଲର ଭାରତରେ କିପରି ଜଣେ ବ୍ୟବସାୟୀ ନିଶା ଖୁଆଇବା ସହ ସ୍ପଟ ଫିକ୍ସିଂ ପାଇଁ ବ୍ଲାକମେଲ…

ଓଡିଶା ଓପନ ବ୍ୟାଡମିଂଟନ: ମିକ୍ସଡ ଡବଲ୍ସରେ କମାଲ କଲେ ଓଡିଆ ଝିଅ ଶ୍ୱେତପର୍ଣ୍ଣା

କଟକ: ଏଠାରେ ଚାଲିଥିବା ଓଡିଶା ଓପନ ବ୍ୟାଡମିଂଟନରେ ଭାରତୀୟ ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରୀ ରହିଛି । ମଙ୍ଗଳବାର ମିକ୍ସଡ ଡବଲ୍ସ କ୍ୱାର୍ଟର ଫାଇନାଲରେ ଶ୍ୱେତପର୍ଣ୍ଣା ପଣ୍ଡା ଓ ବି.ଯାଦବ ଯୋଡି ନିଜ ଦେଶର ରାହୁଲ କୁମାର ଶାହ ଓ ରୁଦ୍ରାଣୀ ଜୈସୱାଲଙ୍କୁ ୨୧-୧୨, ୨୧-୧୨ ସେଟରେ ପରାସ୍ତ କରି…

[ଭିଡ଼ିଓ] କୋଟିଲିଙ୍ଗେଶ୍ୱର ମନ୍ଦିରରେ କୋଟିଏ ଶିବ ଲିଙ୍ଗ

କର୍ଣ୍ଣାଟକ: ମନ୍ଦିରରେ ଗୋଟିଏ କି ଦୁଇଟି ନୁହେଁ କୋଟିଏ ଶିବଲିଙ୍ଗ । ଏହି ମହାଦେବଙ୍କ ମନ୍ଦିରରେ ପୂଜା ପାଉଛନ୍ତି ୧ କୋଟି ଶିବଲିଙ୍ଗ ।କର୍ଣ୍ଣାଟକର କୋଲାରରେ ଥିବା କୋଟିଲିଙ୍ଗେଶ୍ୱର ମନ୍ଦିରରେ ପାଖାପାଖି ୧ କୋଟି ଶିବଲିଙ୍ଗ ସ୍ଥାପନା କରାଯାଇଛି । ଏହି ମନ୍ଦିରର ସ୍ଥାପନା ଏକ ଅଭିଶାପ କାରଣରୁ…

କନ୍ଧମାଳରେ ଗାଁ ହିଂସାକୁ ନେଇ ଗୋଷ୍ଠୀ ସଂଘର୍ଷ

କନ୍ଧମାଳ : ଗାଁ ହିଂସାକୁ ନେଇ ଗୋଷ୍ଠୀ ସଂଘର୍ଷ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ଗ୍ରାମ ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଦୀର୍ଘ ବର୍ଷର ବିବାଦ ଆଜି ଉଗ୍ରରୂପ ନେଇଛି । ଫଳରେ ବାଲିସୁଗା ଓ ମାଦିନାଟ ଗ୍ରାମବାସୀ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ଗୋଷ୍ଠୀ…

ଅପକମିଂ ରୋମାଣ୍ଟିକ୍ ଫିଲ୍ମର ଫଟୋ ସୋସିଆଲ ମିଡିଆରେ ସେୟାର କଲେ ଭିକି-ସାରା

ମୁମ୍ବାଇ : ଆସୁଛି ବଲିଉଡ ବିୟୁଟି ସାରା ଅଲ୍ଲୀ ଖାନ୍ ଓ ଭିକି କୌଶଲଙ୍କ ନୂଆ ମୁଭି । ଏହି ଫିଲ୍ମର ଏକ ରୋମାଣ୍ଟିକ ଫଟୋ ସୋସିଆଲ ମିଡିଆରେ ଉଭୟ ଷ୍ଟାରକାଷ୍ଟ ସେୟାର କରିଛନ୍ତି ।ଏହି ଫିଲ୍ମର ନିର୍ଦ୍ଦେଶନା ଲକ୍ଷ୍ମଣ ଉଟେକର ଦେଇଛନ୍ତି ।ସେପଟେ ଏହି ଫିଲ୍ମର ନାଁ ଏର୍ପ୍ୟନ୍ତ ଜଣାପଡିନଥିବା ବେଳେ…

[ଭିଡିଓ] ଶାସକ ଦଳର ବିଫଳତା ଓ ଦୁର୍ନୀତି ପ୍ରସଙ୍ଗକୁ ନେଇ ବର୍ଷିଲା ବିଜେପି

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ବେଳେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ପଞ୍ଚାୟତ ନିର୍ବାଚନରେ ଠିକ ଲୋକକୁ ନିର୍ବାଚିତ କରିବା ପାଇଁ ସେ ନିବେଦନ କରିଛନ୍ତି । ଲମ୍ବା ସମୟର ବିଜେଡି ଶାସନ ରାଜ୍ୟବାସୀ ଦେଖିଲେଣି ।…

ଖୁବଶୀଘ୍ର ଦେଶରେ ଉପଲବ୍ଧ ହେବ କୋଭିଡର ନାଜାଲ ଡୋଜ୍

ନୂଆଦିଲ୍ଲୀ : ଖୁବଶୀଘ୍ର ଦେଶରେ ଉପଲବ୍ଧ ହେବ କୋଭିଡର ନାଜାଲ ଡୋଜ୍ । ନାଜାଲ କୋଭିଡ ବୁଷ୍ଟରର ଟ୍ରାଏଲ ଲାଗି ଭାରତ ବାୟୋଟେକକୁ ଅନୁମତି ଦେଇଛନ୍ତି ଡିସିଜିଆଇ । ଏହି ପ୍ରକ୍ରିୟାରେ ୯୦୦ରୁ ଅଧିକ ବିଷୟରେ ଗବେଷଣା ଲାଗି ଭାରତ ବାୟୋଟେକକୁ ଅନୁମତି ଦିଆଯାଇଛି । ଇଣ୍ଟର ନାଜାଲ କୋଭିଡ ବୁଷ୍ଟରର…

ଫେବ୍ରୁଆରୀ ୧ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ : ଦୂର ହେଲା ଶ୍ରୀଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଚିନ୍ତା । ଭକ୍ତଙ୍କ ଲାଗି ଖୁସି ଖବର । କାରଣ ଫେବ୍ରୁଆରୀ ପହିଲାରୁ ଖୋଲିବ ଶ୍ରୀମନ୍ଦିର । କୋଭିଡ ଗାଇଡଲାଇନ୍ ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ଭକ୍ତ । ଆଜି ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି…