Latest Odisha News

BREAKING NEWS

Yearly Archives

2022

ବିଜେପି ବିଧାୟକ ଓ କର୍ମୀ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା…

ଭୁବନେଶ୍ୱର:ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି ।ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନରଙ୍କ ଆଗରେ ଫେରାଦ ହେଲା ବିଜେଡି । ଧାମନଗରରେ ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀ ଏବଂ ବିଜେପି…

ଭୟୁ ମହାରାଜା ଆତ୍ମହତ୍ୟା କେସ: ଦଣ୍ଡିତ ହେଲେ ସେବାଦାର ବିନାୟକ, ଶରଦ, ପଲକ

ଇନ୍ଦୋର: ମଧ୍ୟପ୍ରଦେଶର ସନ୍ଥ ଭୟୁ ମହାରାଜା ଆତ୍ମହତ୍ୟା ମାମଲାର ଆଜି ଶୁଣାଣୀ ହୋଇଛି । ସନ୍ଥଙ୍କ ଦୁଃଖଦ ଅନ୍ତ ପଛରେ ଅତି ନିଜର ବୋଲାଉଥିବା ସେବାଦାର ବିନାୟକ, ଡ୍ରାଇଭର ଶରଦ ଓ କେୟାରଟେକର ପଲକ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । କୋର୍ଟ ସେମନଙ୍କୁ ୬ ବର୍ଷ ଲେଖାଁଏ ଜେଲଦଣ୍ଡ ଶୁଣାଇଛନ୍ତି । ଅର୍ଥ…

ୟେଦିୟୁରପ୍ପାଙ୍କ ନାତୁଣୀର ମୃତଦେହ ଉଦ୍ଧାର କଲା ପୋଲିସ

ବାଙ୍ଗୋଲୋର: ଆଜି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ବିଏସ୍ ୟେଦିୟୁରପ୍ପାଙ୍କ ନାତୁଣୀର ମୃତ ଦେହ ଉଦ୍ଧାର କରିଛି ପୋଲିସ । ୟେଦିୟୁରପ୍ପାଙ୍କ ନାତୁଣୀର ମୃତ ଦେହ ବେଙ୍ଗାଲୁରୁର ଏକ ଘରୋଇ ଆପାର୍ଟମେଣ୍ଟରେ ଝୁଲୁଥିଲା । ପୋଲିସ ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ…

ମାଘ ସପ୍ତମୀରେ କରୋନା କଟକଣା : ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ଲାଗି ବାରଣ

କୋଣାର୍କ :ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବା ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମାଘ ମେଳାରେ ବୁଡ ପକାଇବା ନେଇ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ଆସନ୍ତା ଫେବୃଆରୀ ୭ ତାରିଖରେ ମାଘ ମେଳା ପଡୁଥିବାରୁ ଏଥର ବୁଡ ପକାଇବାରୁ ବଞ୍ଚିତ ହେବେ ଲକ୍ଷ ଲକ୍ଷ…

ସିଦ୍ଧୁଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ଭଉଣୀ ସୁମନ

ଅମୃତସର: ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ତାଙ୍କ ଭଉଣୀ ସୁମନ ତୁର୍ । ସିଦ୍ଧୁ ଜଣେ ନିଷ୍ଠୁର ବ୍ୟକ୍ତି । ଟଙ୍କା ପାଇଁ ସେ ଘରୁ ମା’ଙ୍କୁ ତଡି ଦେଇଥିଲେ । ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସିଦ୍ଧୁଙ୍କ ବିରୋଧରେ ସୁମନ ଏଭଳି ମନ୍ତବ୍ୟ ଦେଇଛନ୍ତି । ସୁମନ…

ଏକାଠି ଟିିଭି ପରଦାରେ ନଜର ଆସିବେ ସୁପରଷ୍ଟାର ଅନୁଭବଙ୍କ ସହ ରଚନା ବାନାର୍ଜୀ

ଭୁବନେଶ୍ୱର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଟିଭି ପରଦାରେ ଏକାଠି ନଜର ଆସିବେ ଅଭିନେତା ଅନୁଭବ ଓ ଅଭିନେତ୍ରୀ ରଚନା ବାନାର୍ଜୀ । କୌଣସି ବଡ ପରଦା ବା ନୂଆ  ଫିଲ୍ମ ପ୍ରୋଜେକ୍ଟରେ ନୁହେଁ ।ଏବେ ଆରମ୍ଭ ହୋଇଥିବା ପପୁଲାର ରିଆଲିଟି ସୋ ‘ଦାଦାଗିର ’ ରେ ଏକ ଏପିସୋଡରେ ରଚନା ବାନାର୍ଜୀଙ୍କୁ…

ସରପଞ୍ଚ ପଦବୀ ପାଇଁ ନଣନ୍ଦ ଭାଉଜ ଲଢ଼େଇ !

ଭଦ୍ରକ: ନିର୍ବାଚନୀ ମୈଦାନରେ ନଣନ୍ଦ-ଭାଉଜ ଫାଇଟ୍ ।  ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳଙ୍କ ବୋହୁ ଲିଲି ଗୋଛାୟତ, ଆଉ ମିନତୀ ମଣ୍ଡଳ ଝିଅ । ଝିଅ ମିନତୀ ମଣ୍ଡଳ ଗାଁରେ ବାହା ହୋଇଥିବା ବେଳେ ଏଥର ନିଜ ଭାଉଜ ବିପକ୍ଷରେ ସରପଞ୍ଚ ପ୍ରାର୍ଥୀ ହୋଇଛନ୍ତି । ପଞ୍ଚାୟତ ନିର୍ବାଚନ…

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ କମୁଛି : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ  ଦିନକୁ ଦିନ ସଂକ୍ରମଣ ତଳମୁହାଁ ହବାରେ ଲାଗିଛି । ବର୍ତ୍ତମାନର କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ସ୍ଥିର ରହିଛି । ତା ସହ ଟିକାକରଣ ଅଧିକ ଥିବାରୁ ଲୋକଙ୍କ…

ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ

ପୁରୀ:  ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକା ଅନୁଯାୟୀ ଆସନ୍ତା ମେ ମାସ ୩ ତାରିଖରେ ପବିତ୍ର ଅକ୍ଷୟତୃତୀୟ ପଡୁଛି। ଏହିଦିନ ରଥକାଠ ଅନୁକୂଳ ସହ ରଥଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହେବ । ସେହିଭଳି ପ୍ରସିଦ୍ଧ ଚନ୍ଦନଯାତ୍ରା ବି ଏହି…

ରାଜଧାନୀରେ ଆତଙ୍କ ଖେଳାଉଥିବା କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ

ଭୁବନେଶ୍ୱର :କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ । ଭୁବନେଶ୍ୱରରୁ ବୁବୁ ଜେନାକୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ଅଭିଯୁକ୍ତ ବୁବୁ ନିକଟରୁ ଗୋଟିଏ ଖଣ୍ଡା ଜବତ କରିଛି ପୋଲିସ । ରାଜଧାନୀରେ ବିଳମ୍ବିତ ରାତିରେ ଆତଙ୍କ ଖେଳାଉଥିଲା କେବିଏନ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ବୁବୁ । ଆଗରୁ…