Latest Odisha News

BREAKING NEWS

Yearly Archives

2022

ନୟାଗଡରୁ ୪ କେ.ଜିର ବ୍ରାଉନସୁଗର ଜବତ କଲା ଏସଟିଏଫ୍

ନୟାଗଡ: ନୟାଗଡରୁ ବ୍ରାଉନସୁଗର ଜବତ । ୩ କେଜିରୁ ଅଧିକ ବ୍ରାଉନ ସୁଗାର ଜବତ ହୋଇଛି ବୋଲି କ୍ରାଇମବ୍ରାଞ୍ଜ ଏଡିଜି କହିଛନ୍ତି । ଅଭିଯୁକ୍ତଙ୍କ ଠାରୁ ୬୫ ଲକ୍ଷ ଟଙ୍କା ,୩ ଟି ପିସ୍ତଲ , ମୋବାଇଲ, ଏଟିଏମ କାର୍ଡ, ପାନ କାର୍ଡ ଅଫୁଟା ଗୁଳି ଜବତ କଲା ଏସଟିଏଫ୍ । ମୁଖ୍ୟ ଅଭିଯୁକ୍ତ ଫେରାର ଅନ୍ୟ…

ଖୋର୍ଦ୍ଧାରୁ ବ୍ରାଉନସୁଗର ଜବତ, ଜଣେ ଅଟକ

ଖୋର୍ଦ୍ଧା: କିଛି ଦିନ ବ୍ୟବଧାନ  ପରେ ଖୋର୍ଦ୍ଧାରୁ ଜବତ ହୋଇଛି ବ୍ରାଉନସୁଗର । ଖୋର୍ଦ୍ଧାରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି । ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ବାର୍ଡ କଟକ ଅଧୀକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ବରେ ଏକ ୧୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ହୋଇଛନ୍ତି ।…

ଆଜିଠୁ ଆରମ୍ଭ ଓଡ଼ିଶା ଓପନ, ଭାଗ ନେବେ ୩୦୦ ଖେଳାଳି

କଟକ: ଆଜିଠୁ କମ୍ପିବ କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ । ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ ଖେଳାଯିବ ବିଡବ୍ଲ୍ୟୁଏଫ୍ ଓଡ଼ିଶା ଓପନ୍ ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟ । ଏହି ପ୍ରତିଯୋଗିତାରେ ସାରା ବିଶ୍ୱର ୩୦୦ରୁ ଅଧିକ ବଛାବଛା ଖେଳାଳିଙ୍କ ସହ ୧୦୦ରୁ ଅଧିକ ଅଫିସିଆଲ୍ସ ଭାଗ ନେବେ…

ସ୍ପଳ୍ପ ଲକ୍ଷଣ ଥିଲେ ଘରେ ଆଇସୋଲେସନରେ ରୁହ :ବିଏମସି

ଭୁବନେଶ୍ୱର :ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ନୂଆ ଗାଇଡ ଲାଇନ ଜାରି କଲା ବିଏମସି । ଗୃହ ସଙ୍ଗୋରୋଧ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି । ଯାହାଠାରେ ସାମାନ୍ୟ ଲକ୍ଷଣ ପରିଲକ୍ଷିତ ହେଉଛି ଘରେ ରହିବା ପାଇଁ ବିଏମସି ପରାମର୍ଶ ଦେଇଛି । ଯେଉଁମାନେ ଘରେ ଆଇସୋଲେସନରେ ରହୁଛନ୍ତି…

ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍

ବଲାଙ୍ଗୀର: ପୁଣି ଭିଜିଲାନ୍ସ ରେଡ୍। ଏଥର ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଆଗଲପୁର ବ୍ଲକ୍ ସେକ୍ସନ ଅଫିସର । ସେକ୍ସନ ଅଫିସର ପ୍ରଫୁଲ ସାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପ୍ରଫୁଲଙ୍କ ଘରେ ରେଡ୍ ଜାରି ରଖିଛି । ପ୍ରଫୁଲଙ୍କ…

ଆସନ୍ତାକାଲି ଯାଏ ଭିଜିବ ଓଡ଼ିଶା, ବର୍ଷା ପରେ ଫେରିବ ଶୀତ

ଭୁବନେଶ୍ୱର: ଆସନ୍ତାକାଲି ଯାଏ ଭିଜିବ ଓଡ଼ିଶା । ବର୍ଷା ପରେ ପୁଣି ଥରିବ ଉପାନ୍ତରୁ ଉପକୂଳ । ବଦଳିବ ପାଣିପାଗ, ଫେରିବ ଶୀତ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୧୦ ବର୍ଷିୟ ବାଳକ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି।…

ରାଜ୍ୟରେ ୫,୮୯୧ କରୋନା ପଜିଟିଭ ଚିହ୍ନଟ: ୮୫୨ ଜଣ ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର…

ଧାରାବାହିକ ଉପନ୍ୟାସ : ଦେବୀ (୪୯)

କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୪୯ ଆଠ ଦିନ ପରେ ଦେବ ଭାଇ ଫେରିଲେ। ସେଇ ଆଠ ଦିନର ପ୍ରତିଟି ପଲକ ଦେବୀ ଜୀବନରେ ଏକ ପ୍ରକାର ତପସ୍ୟାର ମୁହୂର୍ତ୍ତ। ଏକାଗ୍ର ଚିତ୍ତରେ ସେ ନିଜକୁ ହଜେଇଦେଇଥିଲା ପାଠ ପଢାରେ। ଦେବ ଭାଇ ନଥିଲେ ବି ତାକୁ ଲାଗୁଥିଲା ଯେମିତି କେହିଜଣେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୬୩ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଲୀଳା ପ୍ରସଙ୍ଗ ଭିତରେ ବିଶେଷତଃ ଆଜିର ଦିନରେ "ଶ୍ରୀମଦଭାଗବତ "'ଗ୍ରନ୍ଥର ସମ୍ୟକ ଆଲୋଚନା ପାଇଁ ମନ ବ୍ୟାକୁଳ ହେଉଛି । ଏହା ମଧ୍ୟ ଶ୍ରୀଜଗନ୍ନାଥଙ୍କ…