ଯାଞ୍ଚ ବେଳେ କଟିଲା ୮ ହଜାର ୬୪୮ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର
ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶେଷ ହୋଇଛି ପ୍ରାର୍ଥିପତ୍ର ଯାଞ୍ଚ । ଯାଞ୍ଚ ବେଳେ କଟିଛି ୮ ହଜାର ୬୪୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର । ଯାଞ୍ଚ ପରେ ଏବେ ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ ରହିଛି । ସରପଞ୍ଚ ପଦ ପାଇଁ ୩୨ ହଜାର ୮୬୦ ପ୍ରାର୍ଥିପତ୍ର କାଏମ…