ଚିଡିଆଖାନାରେ ପଶିଲା କରୋନା
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ଏକ ଘରୋଇ ପ୍ରାଣୀ ଉଦ୍ୟାନରେ କେତେକ ସିଂହ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନେ ଡେଲ୍ଟା ଭାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି।
ଯେଉଁଥିପାଇଁ ସିଂହମାନଙ୍କ ଠାରେ ଶ୍ୱାସକ୍ରିୟା ଜନିତ ସମସ୍ୟା ଦେଖିବାକୁ ମିଳିଛି। ଏହାସହିତ ଶୁଖିଲା କାଶ…