ଜୟପୁରରେ ସାଧାରଣତନ୍ତ୍ର ଦିବସ ନେଇ ପ୍ରସ୍ତୁତି ବୈଠକ
କୋରାପୁଟ: ଜୟପୁରରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉପଜିଲ୍ଲାପାଳ ଦେବବର ପ୍ରଧାନଙ୍କ ସଭାପତିତ୍ୱରେ ଏହି ବୈଠକ ଆୟୋଜିତ ହୋଇଥିଲା ।ଏହି ବୈଠକରେ ଆସନ୍ତା ସାଧାରଣତନ୍ତ୍ର ଦିବସ ଦଶହରା ପଡିଆରେ କରବା ନେଇ ସ୍ଥିର ହୋଇଥିଲା ।
ସରକାରୀ ଏବଂ…