ଗଞ୍ଜେଇ ଚୋରା ଚାଲାଣବେଳେ ଧରିଲା ପୋଲିସ, ୨ଜଣ ଗିରଫ
କୋରାପୁଟ: ଗଞ୍ଜେଇ ଚୋରା ଚାଲାଣବେଳେ ଧରିଲା ପୋଲିସ । ମାଛକୁଣ୍ଡ ପୋଲିସକୁ ମିଳିଛି ସଫଳତା । ଛତିଶଗଡ଼କୁ ଗଞ୍ଜେଇ ଚୋରା ଚାଲାଣବେଳେ ପୋଲିସ ହାତରେ ଧରାପଡ଼ିଲା ବିପୁଳ ପରିମାଣର ଗଞ୍ଜେଇ । ଗଞ୍ଜେଇ ଭର୍ତ୍ତି ଏକ ପିକଅପ୍ ଭ୍ୟାନ ସହ ଦୁଇଜଣଙ୍କୁ ଗିରଫ କରିଛି ପୋଲିସ ।
ସୂଚନା ଅନୁସାରେ,…