Latest Odisha News

BREAKING NEWS

Yearly Archives

2022

ମାର୍ଚ୍ଚରୁ ୧୨ରୁ ୧୪ ବର୍ଷ ବର୍ଗର ପିଲାଙ୍କୁ ଦିଆଯିବ କରୋନା ଟିକା

ନୂଆଦିଲ୍ଲୀ : ସାରା ଦେଶରେ ତାଣ୍ଡବ ରଚୁଛି ମହାମାରୀ କରୋନା । ସଂକ୍ରମଣ ଦ୍ରୁତଗତିରେ ବ୍ୟାପୁ ଥିବା ବେଳେ ଦେଶବାସୀଙ୍କ ପାଇଁ ଆସିଛି ଆଶ୍ବସ୍ତିକର ଖବର । କାରଣ, ଆସନ୍ତା ମାର୍ଚ୍ଚ ମାସରୁ ଦେଶରେ ୧୨ରୁ ୧୪ ବର୍ଷ ବର୍ଗ ମଧ୍ୟରେ ଥିବା ପିଲାଙ୍କୁ ଦିଆଯାଇପାରେ କରୋନା ଟିକା । ଏନେଇ ସୂଚନା…

୧୦୦ତମ ମ୍ୟାଚରେ ଅଧିନାୟକ ହେବା ଅଫରକୁ ମନା କଲେ କୋହଲି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ସବୁଠାରୁ ସଫଳ ଅଧିନାୟକ ହେବା ସତ୍ୱେ ବିରାଟ କୋହଲି ନୈରାଶ୍ୟଜନକ ଓ ବିବାଦୀୟ ପରିସ୍ଥିତିରେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ କୋହଲିଙ୍କୁ କ୍ୟାରିୟରର ୧୦୦ତମ ମ୍ୟାଚରେ ଅଧିନାୟକ ଦାୟିତ୍ୱ ତୁଲାଇବା ପାଇଁ ପ୍ରସ୍ତାବ…

ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ, ଫେବ୍ରୁଆରୀ ୧୪ ବଦଳରେ ୨୦ରେ ଭୋଟ୍

ନୂଆଦିଲ୍ଲୀ: ଘୁଞ୍ଚିଲା ପଞ୍ଜାବ ନିର୍ବାଚନ ତାରିଖ । ପଞ୍ଜାବ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏହି ମତଦାନ ୧୪ ଫେବୃଆରୀରେ ହେବ ବୋଲି କୁହାଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ଘୁଞ୍ଚି୨୦ ଫେବୃଆରୀରେ ଅନୁଷ୍ଠିତ ହେବ ।…

ବାରଙ୍ଗରେ ହାତୀ ଆତଙ୍କ, ହାତୀପଲଙ୍କୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

କଟକ: ବଢ଼ୁଛି ହାତୀପଲଙ୍କ ଉପଦ୍ରବ । ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ । କଟକ ବାରଙ୍ଗ ଅଞ୍ଚଳ ଚନ୍ଦକା ଡ଼ମପଡ଼ା ରେଞ୍ଜ ଅଧୀନ ରତାଗଡ଼ ପାହାଡ଼ରେ ହାତୀପଲ ପଶିଛନ୍ତି । ହାତୀପଲ ଚାଷ ଜମି ସହ ଫସଲ ନଷ୍ଟ କରିଦେଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ରତାଗତ ପାହାଡ଼ ନିକଟ ଚାଷଜମିକୁ ହାତୀପଲ…

୧୮ରୁ ୨୩ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ

ଭୁବନେଶ୍ୱର: କାଲିଠାରୁ ୬ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବ୍ୟାଙ୍କ । ଚଳିତ ମାସ ୩୧ ଦିନ ପଡୁଥିବା ବେଳେ ଆସନ୍ତା କାଲି ଅର୍ଥାତ ୧୮ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ବ୍ୟାଙ୍କ ସେବା ବନ୍ଦ ରହିବ । ଏନେଇ ଆରବିଆଇ ପକ୍ଷରୁ ସୂଚନା ଦିଆଯାଇଛି । ୧୮ତାରିଖ ମଙ୍ଗଳବାର ‘ଥାଇ ପୁସମ୍’ ପଡୁଥିବାରୁ କେବଳ…

ଜଙ୍ଗଲରେ ବାଘ ଛାଲ ବିକ୍ରି ଡିଲ, ଛାଲ ସହ ୫ ଗିରଫ

ଦେବଗଡ : ଦେବଗଡ ଜିଲ୍ଲା ବାରକୋଟ ଥାନା ଆମ୍ବକଟା ଜଙ୍ଗଲରେ ବାଘଛାଲ ବିକ୍ରି ପାଇଁ ଯୋଜନା  ବେଳେ ବାଘ ଛାଲ ଜବତ । ଜିଲ୍ଲା ପୋଲିସର ସ୍ବତନ୍ତ୍ର ସ୍କ୍ବାର୍ଡ ଛାଲ ଜବତ କରିବା ସହ ଏଥିରେ ସାମିଲ ଥିବା ପାଞ୍ଚ ଜଣଙ୍କୁ ଗିରଫ କରିଛି । ବାରକୋଟ ଥାନା ଅନ୍ତର୍ଗତ ଆମ୍ବକଟା ଜଙ୍ଗଲରେ ଏକ କଲରାପତରିଆ…

[ଭିଡିଓ] ଓଡିଶା ଆଇଏଏସ୍‌ ଅଫିସରଙ୍କୁ ସାଂସଦ ଅପରାଜିତାଙ୍କ ଚାଲେଂଜ, ଯଦି ଇଛା ଅଛି ଚାକିରୀ ଛାଡି ରାଜନୀତି କର

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ସରକାରଙ୍କୁ କଡା ସମାଲୋଚନା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢଙ୍ଗୀ । ସରକାରୀ ଚାକିରୀରେ ଥାଇ ଆଇଏଏସ୍‌ ଅଫିସରମାନେ ଆଚରଣ ନିୟମର ଉଲ୍ଲଂଘନ କରି ରାଜନୀତିରେ ଯୋଗ ଦେବା କେତେଦୂର ଯୁକ୍ତିଯୁକ୍ତ ବୋଲି ସେ ରୋକ୍‌ଠୋକ୍ ପ୍ରଶ୍ନ କରିଛନ୍ତି । ୨୦୧୮ରେ…

ଶ୍ୱଶୂର ଘର ହେବ ତ ଏମିତି, ଜ୍ୱାଇଁ ପାଇଁ ପ୍ରସ୍ତୁତ କଲେ ୩୬୫ ପ୍ରକାରର ଖାଦ୍ୟ

ଗୋଦାବରୀ: ଶ୍ୱଶୂର ଘର ହେବ ତ ଏମିତି । ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲ୍ଲାରେ ଏକ ପରିବାର ତାଙ୍କର ହେବାକୁ ଥିବା ଜ୍ୱାଇଁ ପାଇଁ ୩୬୦ ପ୍ରକାର ଖାଦ୍ୟ ପ୍ରସ୍ତୁତ କରି ଖାଇବାକୁ ଦେଇଥିଲେ । ଯାହା କି ସୋସିଆଲ ସାଇଟରେ ବେଶ ଚର୍ଚ୍ଚାର କାରଣ ସାଜିଛି । ଏହି ଭବ୍ୟ ପ୍ରି-ୱେଡିଂ…

ରାଜ୍ୟରେ ଅବାଧ ନିଶା କାରବାର ରୋକିବାକୁ ଗଠନ ହେଲା ସ୍ୱତନ୍ତ୍ର ଟାସ୍କ ଫୋର୍ସ

ଭୁବନେଶ୍ୱର : ରାଜ୍ୟରେ ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ରାଜ୍ୟରେ ଅବାଧ ନିଶା କାରବାର ରୋକିବା ପାଇଁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରାଯାଇଛିା ଏହି ଟିମର ନେତୃତ୍ୱ ନେବେ ପୂର୍ବତନ ଡିଜିପି ଅଭୟ । ଏନେଇ ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି । ଗତ କିଛି ଦିନ…

ବଢ଼ୁଛି ବାଲି ମାଫିଆଙ୍କ ରାଜ୍, ରାଜ୍ୟପାଳଙ୍କୁ ଅଭିଯୋଗ ଜଣାଇ କାର୍ଯ୍ୟାନୁଷ୍ଠାନ ଦାବି: ବିଜେପି ନଦୀ ସୁରକ୍ଷା ସମିତି

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ବାଲି ମାଫିଆଙ୍କ ରାଜ୍ । ଅବାଧ ବାଲି ଚୋରୀ କାରଣରୁ ପ୍ରତିବର୍ଷ ୧୪ହଜାର କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି ସରକାର । ରାଜ୍ୟରେ ବେଧଡ଼କ ଚାଲିଛି ବେଆଇନ ବାଲି ଉଠାଣ । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଋଷିକୂଲ୍ୟା ପ୍ରମୁଖ ସହ ୧୧ଟି ନଦୀରେ ବଢ଼ି…