ଆନ୍ଦୋଳନ ଚାଲୁରଖ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ "ଶବ୍ଦ ତୂଣୀର"
ସମ୍ବାଦପତ୍ର ପୃଷ୍ଠା ଖୋଲିଲେ କି ଟିଭି ଦେଖିଲେ ସଭାସମିତି, ଘେରାଉ, ଆନ୍ଦୋଳନ, ବିକ୍ଷୋଭ ପଢୁପଢୁ ଦେଖୁଦେଖୁ ଦଫାଶେଷ । ୟା-ବାଦେ ପୁଣି ସେକ୍ସ, ରେପ୍, ମର୍ଡର, ଚୋରୀ, ଡକାୟତୀ, ରାହାଜାନୀ, ଅପହରଣ, ଘୋଟେଲା, ଖେଳ, ବ୍ୟବସାୟ, ସିନେମା,…