ଲତା ମଙ୍ଗେଶକରଙ୍କୁ କରୋନା
ନୂଆଦିଲ୍ଲୀ: ସାରା ଦେଶରେ କରୋନା ମାମଲା କ୍ଷୀପ୍ର ବେଗରେ ବଢୁଛି। ଯାହା ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଏହାରି ଭିତରେ ଲୋକପ୍ରିୟ ଗାୟିକା ଲତା ମଙ୍ଗେଶକର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହାପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
୯୨ ବର୍ଷୀୟ…