ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥା ଉଲ୍ଲଂଘନ ପାଇଁ ଦାୟୀ କିଏ?; ଆଜି ହୋଇପାରେ ଶୁଣାଣି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷା ବ୍ୟବସ୍ଥାରେ ଉଲ୍ଲଂଘନ ମାମଲାରେ ଏକ ଆବେଦନ ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଥିଲା। ଆଜି ସୁପ୍ରିମକୋର୍ଟରେ ଏହା ଉପରେ ଶୁଣାଣି ହୋଇପାରେ। ବରିଷ୍ଠ ଓକିଲ ମନିନ୍ଦର ସିଂ କୋର୍ଟଙ୍କ ତତ୍ତ୍ବାବଧାନରେ ତଦନ୍ତ ପାଇଁ ଦାବି କରିଛନ୍ତି।…