ରାଜ୍ୟରେ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ । ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ସେହିପରି ୬ ଜଣ ଓମିକ୍ରନ ସଂକ୍ରମିତ ହେଉଛନ୍ତି ବିଦେଶ ଫେରନ୍ତା । ସେମାନଙ୍କ ମଧ୍ୟରୁ ୩ ଜଣ ଦକ୍ଷିଣ ଆଫ୍ରିକା ଫେରିଥିବା ବେଳେ, ନରୱେ, କତାର ଓ…