Latest Odisha News

BREAKING NEWS

Yearly Archives

2022

ସାଉଥ୍‌ ଷ୍ଟାର ମହେଶ ବାବୁ କରୋନା ପଜିଟିଭ

ନୂଆଦିଲ୍ଲୀ: ସାଉଥ୍‌ ଷ୍ଟାର ମହେଶ ବାବୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ପୃଥକ୍‌ ରହିବା ସହ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସତର୍କତା ଅବଲମ୍ବନ କରୁଛନ୍ତି। ଦୁବାଇରୁ ଫେରିବାର ଦୁଇ ଦିନ ପରେ ମହେଶ କୋଭିଡ-୧୯ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ସେ ଦୁବାଇରେ ପରିବାର ସହିତ ନୂଆ…

ରାଜଧାନୀରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ଚିନ୍ତାରେ ସରକାର

ନୂଆଦିଲ୍ଲୀ: ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ଶୁକ୍ରବାର ଦିନ କହିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ସହରରେ ପ୍ରାୟ ୧୭,୦୦୦ ତାଜା ମାମଲା ରିପୋର୍ଟ ହୋଇଛି। ସେ ଏହା ମଧ୍ୟ କହିଛନ୍ତି ଯେ ଦିଲ୍ଲୀରେ କରୋନାର ପଞ୍ଚମ ଲହର ଦେଖିବାକୁ ମିଳିଛି। ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, "ଗତ ୨୪…

ଜମ୍ମୁକଶ୍ମୀର ବଡଗାମ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଜମ୍ମୁକଶ୍ମୀର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ବଡ ସଫଳତା । ଜମ୍ମୁକଶ୍ମୀର ବଡଗାମ ଜିଲ୍ଲାରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।ସୂଚନା ଅନୁସାରେ ଜୋଲୱା ଗାଁ ରେ ଏହି ଏନକାଉଣ୍ଟର ହୋଇଥିଲା । ଗତକାଲି ରାତିରୁ ଚାଲିଥିବା ଏନକାଉଣ୍ଟର ତିନି ଜଣ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନା ପଜିଟିଭ , ଟ୍ୱିଟ କରି ଦେଲେ ସୂଚନା

ଭୁବନେଶ୍ୱର : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନା ସଂକ୍ରମିତ ହୋଇଛନ୍ତି  । ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି । ଗତ ତିନି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ମାନଙ୍କୁ ହୋମ ଆଇସୋଲେସନରେ ରହିବାକୁ ଟ୍ୱିଟ କରି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।

ଉମରକୋଟ୍ ପୋଲିସକୁ ମିଳିଛି ସଫଳତା, ଗଞ୍ଜେଇ ଜବତ ସହ ୩ଜଣ ଗିରଫ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ପୋଲିସକୁ ମିଳିଛି ବଡ଼ ସଫଳତା । ୧୨୯ କିଲୋଗ୍ରାମ ଗଞ୍ଜେଇ ସହ ପିକଅପ୍ ଭ୍ୟାନ୍ ଜବତ ହୋଇଛି । ଏହାସହ ୩ଜଣଙ୍କୁ ଗିରଫ କରିଛି ପୋଲିସ୍ । ସୂଚନା ଅନୁସାରେ, ଗୁରୁବାର ସକାଳେ ପୋଲିସ କୌଣସି ସୂତ୍ରରୁ ଖବର ପାଇ ଉମରକୋଟ୍ ଷ୍ଟାଡ଼ିୟମ ନିକଟରୁ ଏକ ପିକଅପ…

ଦେଶରେ ୩୦୦୦ ଟପିଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢିଚାଲିିଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ଟପିଛି। ସେଥିରୁ ୧,୧୯୯ ରୋଗୀ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। ୨୭ ଟି ରାଜ୍ୟକୁ ମାଡିଗଲାଣି ମାରାତ୍ମକ ଓମିକ୍ରନ୍‌। ‌ଦେଶରେ ଦୈନିକ ପଜିଟିଭିଟି ହାର ବର୍ତ୍ତମାନ ୭.୭୪…

କୋଭିଡ୍‌ ରୋଗୀଙ୍କୁ ଫ୍ରୁଟ୍‌ ବାସ୍କେଟ୍‌ ସହ ‘ଶୀଘ୍ର ସୁସ୍ଥ ହେବା’ ବାର୍ତ୍ତା ପଠାଇଲେ ମମତା

କୋଲକାତା: ମମତା ବାନାର୍ଜୀ ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ଏକ ନିଆରା ପଦକ୍ଷେପ ଆରମ୍ଭ କରିଛନ୍ତି। ରୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ 'ଶୀଘ୍ର ସୁସ୍ଥ ହେବା' ବାର୍ତ୍ତା ସହିତ ସରକାର ଏକ ଫଳ ଟୋକେଇ ମଧ୍ୟ ପଠାଉଛନ୍ତି। ଏପର୍ଯ୍ୟନ୍ତ ପ୍ରାୟ ୧୦,୦୦୦ ଫଳ ଟୋକେଇ ପ୍ରସ୍ତୁତ ହୋଇ କୋଲକାତାରେ ବଣ୍ଟନ…

ରେକର୍ଡ ଭାଙ୍ଗିଲା କରୋନା ମାମଲା; ୨୪ ଘଣ୍ଟାରେ ୧ ଲକ୍ଷରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୧,୧୭,୧୦୦ ନୂତନ ମାମଲା ରିପୋର୍ଟ ହୋଇଛି।ଯାହା ପୂର୍ବ ଦିନ ତୁଳନାରେ ୨୮.୮% ଅଧିକ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ପ୍ରଦତ୍ତ ତଥ୍ୟରେ ଦର୍ଶାଯାଇଛି। ଶେଷ ଥର ପାଇଁ ଜୁନ୍‌ ୬ରେ ଭାରତର ଦୈନିକ ମାମଲା ୧ ଲକ୍ଷ…

ରାଜ୍ୟରେ ୨୪ଘଣ୍ଟାରେ ୨୭୦୩ କୋଭିଡ଼୍ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ..

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ମାଡ଼ିଚାଲିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨୭୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୧୫୭୯ ଓ ସ୍ଥାନୀୟ ସଂକ୍ରମଣରୁ ୧୧୨୪ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷ ମଧ୍ୟରେ ୪୦୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଆସନ୍ତା ୧୦ରୁ ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ମଧ୍ୟରେ ପୁଣି ବର୍ଷା ସମ୍ଭାବନା । ଆସନ୍ତା ୧୦ରେ ୧୧ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉପାନ୍ତରୁ ଉପକୂଳ ସବୁଠି ବର୍ଷା ହେବ । ଧୀରେ ଧୀରେ ରାତିର ତାପମାତ୍ରା ବଢ଼ିବ ଓ ଶୀତ…