ଉଦଘାଟିତ ହେଲା ସୋମା ବାଗଚୀଙ୍କର ଏକକ ଚିତ୍ରକଳା ପ୍ରଦର୍ଶନୀ
ଭୁବନେଶ୍ୱର : ବ୍ରହ୍ମେଶ୍ୱର ପାଟଣା ସ୍ଥିତ ସୁଭଦ୍ରା ଆର୍ଟ ଗ୍ୟାଲେରୀରେ ଶିଳ୍ପୀ ସୋମା ଏମ. ବାଗଚୀଙ୍କର ଏକ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। । ଲୋକସଭା ଆୟୋଗର ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ।
ତ୍ୱରିତ ବରଣ…