ଜନତା ଦରବାରରେ ୧୪ କରୋନା ପଜିଟିଭ ଚିହ୍ନଟ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜନତା ଦରବାରରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଣ୍ଟିଜେନ୍ ପରୀକ୍ଷଣରେ ଏମାନଙ୍କର ରିପୋର୍ଟ ପଜିଟିଭ ଆସିବା ପରେ ଉତ୍ତେଜନା ଦେଖାଦେଇଥିଲା।
ଅନ୍ୟପକ୍ଷରେ ଜନତା ଦରବାରରେ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟ ଗଳା ଯନ୍ତ୍ରଣା ହେଉଥିବା ମଧ୍ୟ…