Latest Odisha News

BREAKING NEWS

Yearly Archives

2022

ଦେବଦୂତ ସାଜିଲା ପୋଲିସ, ଆହତଙ୍କୁ ନିଜ ଗାଡ଼ିରେ ବସାଇ ଡାକ୍ତରଖାନା ନେଲେ

ନିଶ୍ଚନ୍ତକୋଇଲି:  ରାସ୍ତାକଡରେ ଛଟପଟ ହେଉଥିଲେ । ଆକୁଳ ଚିତ୍କାର କରୁଥିଲେ । ହେଲେ କାହା କାନରେ ବାଜୁ ନ ଥିଲା ତାଙ୍କର ସେ ବିକଳ କାନ୍ଦ । ସମସ୍ତେ ଦେଖୁଥାନ୍ତି, ହେଲେ ମୁହଁ ବୁଲାଇ ଚାଲି ଯାଉଥାନ୍ତି । ଶରୀର ଯନ୍ତ୍ରଣାଠାରୁ ଏ ଅମାନବୀୟ ବ୍ୟବହାର ତାଙ୍କୁ ଅଧିକ ଯନ୍ତ୍ରଣା ଦେଉଥିଲା  । ଏହି…

୧୨ ବର୍ଷ ପରେ ଫିଫା ବିଶ୍ୱକପରେ ବିଜୟ ହାସଲ କଲା ଅଷ୍ଟ୍ରେଲିଆ

ଦୋହା: ଫିଫା ବିଶ୍ୱକପରେ ଶନିବାର ଅଷ୍ଟ୍ରେଲିଆ ୧-୦ ଗୋଲରେ ଟ୍ୟୁନିଶିଆକୁ ପରାସ୍ତ କରିଛି । ୧୨ ବର୍ଷ ପରେ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା ପ୍ରଥମ ବିଜୟ । ଏହି ସଂଘର୍ଷପୂର୍ଣ୍ଣ ମୁକବିଲାରେ ବିଜୟ ସୂଚକ ଏକମାତ୍ର ଗୋଲଟି ମ୍ୟାଚର ୨୩ତମ ମିନିଟରେ ମିଚେଲ ଡ୍ୟୁକ ସ୍କୋର କରିଥିଲେ । ବିଜୟ ସହ ଗ୍ରୁପ…

ଗୁଜରାଟରେ ବିଜେପି ପାଇଁ ପ୍ରଚାର କରୁଛନ୍ତି ବିଜେଡି ମନ୍ତ୍ରୀ: ନରସିଂହ ମିଶ୍ର

ଭୁବନେଶ୍ୱର: ରାଜ୍ୟରେ ପୂର୍ବଭଳି ବିଜେଡି ଓ ବିଜେପି ମଧ୍ୟରେ ଭଲ ସମ୍ପର୍କ ନାହିଁ। ଧାମନଗର ଉପନିର୍ବାଚନ ପାଇଁ ବିଗୁଲ ବାଜିବା ପରଠୁ ପରସ୍ପରକୁ ଦେଖିଲେ ଦୁଇ ଦଳ ଡେଉଁଛନ୍ତି। ଅନ୍ୟପଟେ ପଦ୍ମପୁର ଉପନିର୍ବାଚନ ପାଇଁ ଦୁଇ ଦଳ ମୈଦାନରେ ଶକ୍ତି ପ୍ରଦର୍ଶନ କରୁଛନ୍ତି। ଏହି ସମୟରେ ପୂର୍ବତନ…

ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଅଗ୍ନିକାଣ୍ଡ

ଦୋହା: କତାରରେ ଖେଳାଯାଉଥିବା ଫିଫା ବିଶ୍ୱକପ ଅବସରରେ ଶନିବାର ଏକ ଅଘଟଣ ଘଟିଛି । ରିପୋର୍ଟ ମୁତାବକ ବିଶ୍ୱକପ ପ୍ରଶଂସକ ଭିଲେଜ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । କ୍ୱେଟଫାନ ଦ୍ୱୀପ ଉତରରେ ଥିବା ଏହି ଗ୍ରାମ ଉପରେ କଳା ଧୂଆଁ ଦେଖିବାକୁ ମିଳିଥିଲା । ଏହି ଅଗ୍ନିକାଣ୍ଡରେ କ୍ଷୟକ୍ଷତିର କୌଣସି…

ଆଂଚଳିକ ପରିବହନ ପକ୍ଷରୁ ପୁରୀରେ ଯାଂଚ ହେଲା ଶହ ଶହ ଗାଡି ମୋଟର

ପୁରୀ: ଆଂଚଳିତ ପରିବହନ ବିଭାଗ ପକ୍ଷରୁ ପୁରୀରେ ସ୍ପେସିଆଲ ଡ୍ରାଇଭ କାର୍ଯ୍ୟକ୍ରମ ମାଧ୍ୟମରେ ଶହ ଶହ ଗାଡି ମୋଟର ଯାଂଚ କରାଯାଇଥିଲା । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଲ ସିଂ ଏହାର ତତ୍ୱାବଧାନ କରିଥିଲେ । ନଭେମ୍ବର ୧ରୁ ୨୫ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା…

ବିଛଣାରେ ଗୋବିନ୍ଦ; ଯୌବନରେ ବି ଚାଲିବାକୁ ଅକ୍ଷମ

କାମାକ୍ଷାନଗର : ଖଟରେ ଶୋଇରହିଛି ୨୦ ବର୍ଷର ଭେଣ୍ଡିଆ ପୁଅ  । ଜୀବନ ସହ ଚାଲିଛି ସଂଘର୍ଷ । ପ୍ରତି ମୁହୂର୍ତ୍ତରେ ଯନ୍ତ୍ରଣାର ଯୁଇରେ ଜଳୁଛନ୍ତି ଗୋବିନ୍ଦ  । ଯେଉଁ ବୟସରେ ସେ ବାପା ମାଙ୍କ ସାହାରା ସାଜିଥାନ୍ତେ ସେହି ବୟସରେ ବାପା ମା ଉପରେ ପାଲଟିଛନ୍ତି ବୋଝ  । ସତରେ ଭଗବାନଙ୍କର  …

ଭୋଟର ତାଲିକା ସଂଶୋଧନର ସ୍ୱତନ୍ତ୍ର ଅଭିଯାନ ଦିବସ ଅନୁଷ୍ଠିତ

ପୁରୀ: ୨୦୨୩ ବର୍ଷ ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବୋର୍ଡ ଅଫ ରେଭିନ୍ୟୁର ସଚିବ ତଥା ପୁରୀ ଜିଲ୍ଲା ପାଇଁ ନିଯୁକ୍ତ ରୋଲ ଅବଜର୍ଭର ବିଜୟ କେତନ ଉପାଧ୍ୟାୟ, ପୁରୀ ପୌରପାଳିକା ତଥା ସଦରର ବିଭିନ୍ନ ବ୍ଲକ ପରିଦର୍ଶନ କରିଥିଲେ । ଏ ନେଇ…

ଦିନ ୧୧ଟା ସୁଦ୍ଧା ବି ବ୍ଲକ କାର୍ଯ୍ୟାଳୟକୁ ଆସୁନାହାନ୍ତି ଅଧିକାରୀ

କଟକ: କଟକ ଜିଲ୍ଲା ନିଶ୍ଚିତକୋଇଲି ବ୍ଲକ କାର୍ଯ୍ୟାଳୟର ଅଧିକାରୀ ପୂର୍ବାହ୍ନ ୧୧ଟା ସୁଦ୍ଧା ବି ପହଞ୍ଚୁନଥିବା ଅଭିଯୋଗ କରିଛନ୍ତି ହିତାଧିକାରୀ । ଜନସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ମୋ ସରକାର  ଯୋଜନା ଚଲାଇଛନ୍ତି । ହେଲେ ଦିନ ୧୧ଟାରେ ବି  ବ୍ଲକ କାର୍ଯ୍ୟାଳୟରେ…

ପାଇକମାଳରେ ମାଓ ପୋଷ୍ଟର: ଭୟଭୀତ ନହେବାକୁ ବରଗଡ଼ ଏସପିଙ୍କ ଆଶ୍ୱାସନା

ପଦ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ପ୍ରଚାର। ସେପଟେ ପଦ୍ମପୁର ପାଇକମାଳ ରାସ୍ତାରେ ଲାଗିଛି ମାଓ ପୋଷ୍ଟର । ପଦ୍ମପୁରରେ ଭୋଟରଙ୍କୁ ଧମକକୁ ପୋଷ୍ଟରରେ ବିରୋଧ କରାଯାଇଛି । ସରକାରୀ ନେତା ଓ ମନ୍ତ୍ରୀ ଭୋଟରଙ୍କୁ ଧମକାଇବା ବନ୍ଦ କରନ୍ତୁ ନୋଚେତ କଡ଼ା ଜବାବ ଦିଆଯିବ ବୋଲି…

ଓଡ଼ିଶାରେ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ ଓ ବନ୍ଦେ ଭାରତ ଏକ୍ସପ୍ରେସ:ରେଳମନ୍ତ୍ରୀ

ଭୁବନେଶ୍ୱର : ଜଗନ୍ନାଥ ଏକ୍ସପ୍ରେସ ବ୍ୟତୀତ ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ । ଏନେଇ ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । ଜଗନ୍ନାଥ ସଂସ୍କୃତିକୁ ପ୍ରୋତ୍ସାହନ ଦେବା ପାଇଁ ଓଡ଼ିଶାରେ ଖୁବଶୀଘ୍ର ଗଡିବ ଜଗନ୍ନାଥ ଏକ୍ସପ୍ରେସ ।…