Latest Odisha News

BREAKING NEWS

Yearly Archives

2022

ଚଳନ୍ତା ଟ୍ରେନରୁ ଯବାନକୁ ଠେଲି ଦେଲେ ଟିଟିଇ

ପାଟନା: ଉତ୍ତର ପ୍ରଦେଶର ବରେଲି ରେଳ ଷ୍ଟେସନରେ ଗତକାଲି ଜଣେ  ଯବାନଙ୍କୁ ଚଳନ୍ତା ଟ୍ରେନରୁ ଟିକେଟ୍ କଲେକ୍ଚର ଧକ୍କା ଦେଇ ବାହାର କରି ଦେଇଛନ୍ତି । ଯାହା ଫଳରେ ଯବାନଙ୍କ ଗୋଟିଏ ଗୋଡ ଟ୍ରେନ ଚକ ତଳେ ଆସି କଟି ଯାଇଛି । ଗୁରୁତର ଅବସ୍ଥାରେ ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।…

କମ୍ପାନୀ ଛାଡ଼ୁଛନ୍ତି କର୍ମଚାରୀ, ଇସ୍ତଫା ପରେ ବନ୍ଦ ରହିଲା ଟୁଇଟର କାର୍ଯ୍ୟାଳୟ

ବଢିଲା ଟୁଇଟର ମାଲିକ ଏଲନ ମସ୍କଙ୍କ ଚିନ୍ତା । ଅଲ୍ଟିମେଟମ ଦେବା ପରେ ବି ଟୁଇଟର କର୍ମଚାରୀମାନେ କମ୍ପାନୀ ଛାଡ଼ି ଦେଉଛନ୍ତି । ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ କର୍ମଚାରୀମାନେ ଇସ୍ତଫା ଦେବା ପରେ ଟୁଇଟର ଅଫିସକୁ ସୋମବାର ବନ୍ଦ କରି ଦିଆଯାଇଥିଲା । ୱାର୍କ ପ୍ଲେସ ଆପ ବ୍ଲାଇଣ୍ଡର ଏକ…

‘ଭାରତ ଯୋଡ଼ ଯାତ୍ରା’ରେ ରାହୁଲ ଗାନ୍ଧୀଙ୍କୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ଇନ୍ଦୋର: ରାହୁଲ ଗାନ୍ଧୀଙ୍କୁ ଧମକ । ବୋମା ପକାଇ ଉଡ଼ାଇ ଦେବାକୁ ଧମକ ଦେଲେ ଅଜଣା ଦୁର୍ବୃତ୍ତ । ଭାରତ ଯୋଡ଼ ଯାତ୍ରାରେ ଥିବା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ବୋମା ପକାଇ ଉଡ଼ାଇ ଦେବାକୁ ଚିଠି ଯୋଗେ ଧମକ ଦିଆଯାଇଛି । ମଧ୍ୟପ୍ରଦେଶର ଇନ୍ଦୋରରେ ଭାରତ ଯୋଡ଼ ଯାତ୍ରାରେ ରାହୁଲଙ୍କ ଉପରକୁ…

ଭିଜିଲାନ୍ସ ହାତରେ ବେଲପଡା ତହସିଲ ସେକ୍ସନ ଅଫିସର

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ବେଲପଡା ତହସିଲର ସେକ୍ସନ ଅଫିସର ଜୁଗଲ କିଶୋର ରାଉତ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜମିଜମା ସମ୍ପର୍କିତ ଫାଇଲ୍ କାମ କରାଇଦେବା ପାଇଁ ସେ ଅଭିଯୋଗକାରୀଙ୍କ ଠାରୁ ୧୫ ହଜାର ଟଙ୍କା ନେଉଥିଲେ । ଟଙ୍କାତକ ତାଙ୍କ ଠାରୁ ଭିଜିଲାନ୍ସ ଜବତ…

ଜଳିଗଲା ଘର, ୭ ଶିଶୁ ସମେତ ୨୧ ଜୀବନ୍ତ ଦଗ୍ଧ

ଜାବାଲିଆ (ପାଲେଷ୍ଟାଇନ): ପାଲେଷ୍ଟାଇନ ଜାବା ସହରର ଉତ୍ତର ଭାଗରେ ଥିବା ଏକ ଘରେ ନିଆଁ ଲାଗି ୭ ଶିଶୁଙ୍କ ସମେତ ୨୧ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ପାଲେଷ୍ଟାଇନ ଇନକଲାବକୁ ନିୟନ୍ତ୍ରଣରେ ରଖିଥିବା ହମାସ୍୍ ଇସ୍ଲାମବାଦୀଙ୍କ କହିବା ଅନୁଯାୟୀ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି ।…

ନିଆଁ ଲାଗି ଜଳିଗଲା ଅଟୋ, କାରଣ ଅସ୍ପଷ୍ଟ

ସୁବର୍ଣ୍ଣପୁର: ନିଆଁ ଲାଗି ଜଳିଗଲା ଅଟୋ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କପାସିରାରେ ଏହି ଘଟଣା ଦେଖିବାକୁ ମିଳିଛି । ନିଆଁ ଲାଗିବାରୁ ଅଟୋ ସମ୍ପୂର୍ଣ୍ଣ ପୋଡିଯାଇଛି । କପାସିରା ଗ୍ରାମର କୁମାର ସାହୁ ବଗର୍ତୀଙ୍କ ଏହି ଅଟୋ । ସେ ଗତକାଲି ସଂଧ୍ୟାରେ ଗାଁ ନିକଟ ନାଳ ପାଖରେ ଅଟୋକୁ ରଖି…

ଆମେରିକାର ନିମ୍ନ ସଦନରେ ଟ୍ରମ୍ପଙ୍କ ରିପ୍ଲବିକାନ ପାର୍ଟିର ସଂଖ୍ୟା ଗରିଷ୍ଠତା ହାସଲ

ଓ୍ବାଶିଂଟନ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ 2024 ନିର୍ବାଚନ ପାଇଁ ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି । ଏହାରି ଭିତରେ ଆମେରିକାରେ ହୋଇଥିବା ମିଡଟର୍ମ ନିର୍ବାଚନରେ ଟ୍ରମ୍ପଙ୍କ ଦଳ ରିପବ୍ଲିକାନ ପାର୍ଟି ନିମ୍ନ ସଦନରେ ସଂଖ୍ୟା ଗରିଷ୍ଠତା ହାସଲ…

୨୧ତାରିଖରେ ରାଜ୍ୟର ୬ଜିଲ୍ଲାକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୧ତାରିଖରେ ରାଜ୍ୟର ୬ଜିଲ୍ଲାକୁ ବର୍ଷା ସମ୍ଭାବନା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର  ତଥା ପାଶ୍ୱବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ସମୁଦ୍ରପତ୍ତନଠାରୁ ୭.୬ କିଲୋମିଟର ଉପରେ ଏହା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।…

ନାର୍କୋ ଟେଷ୍ଟର ସାମ୍ନା କରିବ ଜହ୍ଲାଦ ପ୍ରେମିକ ଆଫତାବ

ନୂଆଦିଲ୍ଲୀ: ନାର୍କୋ ଟେଷ୍ଟର ସାମ୍ନା କରିବ ଶ୍ରଦ୍ଧା ଓ୍ୱାକରଙ୍କ ଜହ୍ଲାଦ ପ୍ରେମିକ ଆଫତାବ ପୁନାଓ୍ୱାଲା । ସତ ଓଗାଳିବ ହତ୍ୟାକାରୀ । ନାର୍କୋ ବା ନାର୍କୋଏନାଲିସିସ ଟେଷ୍ଟରେ ଅଭିଯୁକ୍ତକୁ ସୋଡିୟମ ପେଣ୍ଟୋଥାଲ୍ ଇଞ୍ଜେକସନ ଦିଆଯାଏ । ଫଳରେ ସେ ବେହୋସ୍ ଅନୁଭବ କରେ । ଏହି ଅବସ୍ଥାରେ ସେ ସବୁ ସତ…