ରାଜ୍ୟ ସରକାରମାନଙ୍କୁ ଦୁଇଟି କିସ୍ତିରେ ମିଳିଲା ୧,୧୬,୬୬୫ କୋଟି ଟଙ୍କାର ଟିକସ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୁରୁବାର ଦିନ ଦୁଇଟି କିସ୍ତିରେ ଟିକସ ହସ୍ତାନ୍ତର ଆକାରରେ ୧,୧୬,୬୬୫ କୋଟି ଟଙ୍କା ବିଭିନ୍ନ ରାଜ୍ୟକୁ ହସ୍ତାନ୍ତର କରିଛନ୍ତି । ସାଧାରଣ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୩ କୋଟି ଟଙ୍କା ତୁଳନାରେ ଏହି ଅର୍ଥ ଖୁବ ଅଧିକ ଥିବା ଜଣାପଡିଛି । ଓଡ଼ିଶାକୁ ଟିକସ…